Posted inଖେଳ

ପୁଣି ମ୍ୟାଚ୍‌ ହାତଛଡ଼ା କଲା ହାଇଦ୍ରାବାଦ

ଚେନ୍ନାଇ,୧୭।୪: ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ୧୩ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ସ୍ଥାନୀୟ ଚେପକ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ନବମ ମୁକାବିଲାରେ ହାଇଦ୍ରାବାଦ ବିଜୟ ହାସଲ କରିବାର ସମ୍ଭାବନା ସୃଷ୍ଟି କରିଥିଲେ ମଧ୍ୟ ମିଡିଲ ଅର୍ଡର ଓ ଟେଲଏଣ୍ଡରଙ୍କ ବିଫଳତା ଯୋଗୁ ପୁଣି ଥରେ ମ୍ୟାଚ୍‌ ହାତଛଡ଼ା କରିଛି। ଏଥିସହ ହାଇଦ୍ରାବାଦ ତା’ର ପ୍ରଥମ ୩ଟି ମ୍ୟାଚ୍‌ ହାରି ହ୍ୟାଟ୍ରିକ ପରାଜୟ ବରଣ କରିଛି। ଟସ୍‌ ଜିତି ମୁମ୍ବାଇ ପ୍ରଥମେ ବ୍ୟାଟିଂ କରି ୫ ଉଇକେଟ ହରାଇ ୧୫୦ ରନ୍‌ କରିଥିଲା। ଜବାବରେ ହାଇଦ୍ରାବାଦ ୧୯.୪ ଓଭରରେ ୧୩୭ ରନ କରି ଅଲ୍‌ଆଉଟ୍‌ ହୋଇଥିଲା। ଦଳର ୭ ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୋ ପାଖରେ କହିବାକୁ ଶବ୍ଦ ନାହିଁ: ଦିଲ୍ଲୀ ଅଧିନାୟକ

ଦୁବାଇ,୧୪।୧୦: ଆଇପିଏଲ୍‌-୨୦୨୦ରେ ରନର୍ସଅପ୍‌ ହୋଇଥିଲା ଦିଲ୍ଲୀ କ୍ୟାପିଟାଲ୍ସ। ଚଳିତ ସିଜନ ସାରା ଚମତ୍କାର ଖେଳି ଆସିଥିଲେ ହେଁ ବୁଧବାର କ୍ୱାଲିଫାୟର-୨ରେ କୋଲକାତା ନାଇଟ୍‌ ରାଇଡର୍ସଠାରୁ ଦଳ...

ଓ୍ବିମ୍ବେଲଡନ ଟେନିସ୍‌: ଫେଡରର- ଜୋକୋଭିଚ୍‌ ଟାଇଟଲ ମୁକାବିଲା

ଲଣ୍ଡନ,୧୪।୭(ଏଏଫପି)- ବର୍ଷର ତୃତୀୟ ଗ୍ରାଣ୍ଡସ୍ଳାମ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ ଟେନିସ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ରବିବାର ଖେଳାଯିବ। ଟାଇଟଲ ପାଇଁ ଏହି ଫାଇନାଲ ମ୍ୟାଚ୍‌ରେ...

ଭାରତ ନିୟନ୍ତ୍ରଣରେ ରାଞ୍ଚି ଟେଷ୍ଟ

ରାଞ୍ଚି,୨୦।୧୦- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟ ସମ୍ପୂର୍ଣ୍ଣ ଭାରତୀୟ ଦଳର ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସରେ ଭାରତୀୟ ଦଳର ୪୯୭ ରନ୍‌ର...

ଦ୍ରୁତତମ ଓପନର ରୋହିତ

ରାଜକୋଟ,୧୭।୧- ଭାରତୀୟ ଓପନର ରୋହିତ ଶର୍ମା ଶୁକ୍ରବାର ଦ୍ରୁତତମ ଓପନର ଭାବେ ୭ ହଜାର ରନ୍‌ ପୂରଣ କରିଛନ୍ତି। ହାସିମ ଆମଲା, ସଚିନ ତେନ୍ଦୁଲକରଙ୍କ ଭଳି...

ଭୋ ଭୋ କାନ୍ଦି ପିତାଙ୍କୁ ଅନ୍ତିମ ବିଦାୟ ଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌, ଲେଖିଲେ ଭାବୁକ ପୋଷ୍ଟ

ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ତାଙ୍କ ଭାଇ କ୍ରୁନାଲଙ୍କ ପିତା ହିମାଂଶୁ ହୋଇପାଣ୍ଡ୍ୟାଙ୍କ ହୃଦ୍‌ଘାତରେ ପରଲୋକେ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା।...

ସୁଯୋଗ ଦେଲାନି କେକେଆର୍‌

ଶାରଜା,୧୩।୧୦: ଆରମ୍ଭରୁ ସ୍ପିନରଙ୍କୁ କାମରେ ଲଗାଇ ଦେଇଥିଲା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। ବରୁଣ ଚକ୍ରବର୍ତ୍ତୀ(୨ ଉଇକେଟ)ଙ୍କ ସହ ଲୋକି ଫର୍ଗୁସନ ଓ ଶିବମ ମାଭିଙ୍କ...

ଏହି ଅଭିନେତ୍ରୀଙ୍କ ସହ ଡେଟିଂରେ ଯିବାକୁ ଚାହୁଁଥିଲେ କ୍ରିକେଟର ସୁରେଶ ରାଇନା

ଭାରତୀୟ କ୍ରିକେଟର ସୁରେଶ ରାଇନା ଖରାପ ଫର୍ମ ଯୋଗୁ ଦଳରୁ ବାଦ୍‌ ପଡିଛନ୍ତି। ଏବେ ସେ ନିଜ ପରିବାର ସହ ସମୟ ବିତାଇବା ସହ ଆଗାମୀ...

ମାଲିଙ୍ଗାଙ୍କ ବୋଲିଂରେ ଏବେବି ଚମକ ଅଛି

ମାଞ୍ଚେଷ୍ଟର, ୨୩ା୬ (ଏଏଫ୍‌ପି)- ପେସ୍‌ ବୋଲର ଲସିଥ୍‌ ମାଲିଙ୍ଗାଙ୍କ ସାମର୍ଥ୍ୟକୁ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ମାହେଲା ଜୟବର୍ଦ୍ଧନେ ଉଚ୍ଚ ପ୍ରଶଂସା କରିଛନ୍ତି। ତାଙ୍କ ବୋଲିଂରେ ଏବେବି...

Advertisement
Ten Cric Info


Archives

Model This Week