Posted inଜାତୀୟ

ମୁମ୍ବାଇ ଲୋକାଲ୍‌ ଟ୍ରେନ୍‌ର ମହିଳା କୋଚ୍‌ରେ ଉଲଗ୍ନ ଅବସ୍ଥାରେ ଚଢ଼ିଗଲେ ବ୍ୟକ୍ତି, ତା’ ପରେ ଯାହା ହେଲା Video ଦେଖିଲେ…

ମୁମ୍ବାଇ,୧୭।୧୨: ମୁମ୍ବାଇ ଲୋକାଲ ଟ୍ରେନ୍‌ରେ ଚକିତ କଲା ଭଳି ଘଟଣା ସାମ୍ନାକୁ ଆସିଛି। ହଠାତ୍‌ ମହିଳା କୋଚ୍‌ରେ ଜଣେ ବ୍ୟକ୍ତି ନିବସ୍ତ୍ର ହୋଇ ଚଢ଼ି ଯାଇତିଲେ। ଏହା ଦେଖି ମହିଳାମାନେ ଚିତ୍କାର କରି ଉଠିଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ମୁମ୍ବାଇ ଲୋକାଲ୍‌କୁ ସହରର ଲାଇଫଲାଇନ୍‌ ବୋଲି କୁହାଯାଏ। ଏହି ଟ୍ରେନ୍‌ରେ ଯାତ୍ରା କରିବାକୁ ମହିଳାମାନେ ସୁରକ୍ଷିତ ମନେ କରନ୍ତି। ହେଲେ ଏବେ ବିପରିତ ଘଟଣା ଦେଖିବାକୁ ମିଳିଛି। ଟ୍ରେନ୍‌ର ମହିଳା କୋଚ୍‌ରେ ଜଣେ ବ୍ୟକ୍ତି ବିନା ପୋଷାକରେ ପଶି ଯିବା ପରେ ଉତ୍ତେଜନାମୂଳକ ପରିସ୍ଥିତି ଉପୁଜିଥିଲା। ମହିଳାମାନେ ଡରରେ ଚିତ୍କାର କରିଥିଲେ।

ସୂଚନାନୁଯାୟୀ, ଭିଡିଓଟି ଘାଟକୋପର ରେଳ ଷ୍ଟେଶନର। ଏଠାରେ ଯେତେବେଳେ ଲୋକାଲ୍‌ ଟ୍ରେନ୍‌ ରହିଥିଲା, ଉକ୍ତ ବ୍ୟକ୍ତି ସେଥିରେ ଚଢ଼ିଯାଇଥିଲେ। ସୋମବାର ଅପରାହ୍ନରେ ଏହି ଘଟଣାକୁ ନେଇ ହଙ୍ଗାମା ହୋଇଥିଲା। ମହିଳାଙ୍କ ଚିତ୍କାର ଶୁଣି ଟିଟିଇ ପହଞ୍ଚିଥିଲେ। ସେ ଉଲଗ୍ନ ବ୍ୟକ୍ତିଙ୍କୁ ଟ୍ରେନରୁ ବାହାର କରିଥିଲେ। ଏହାର ଭିଡଓ ଏବେ ଭାଇରାଲ ହେଉଛି, ଯାହା ପରେ ମହିଳାଙ୍କ ସୁରକ୍ଷା ନେଇ ଚର୍ଚ୍ଚା ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?