Posted inଜାତୀୟ

ଚେୟାରରେ ବସି ଜାତୀୟ ସଙ୍ଗୀତ ଗାଇଲେ ମମତା: ମାମଲା ରୁଜୁ କଲା ଭାଜପା

ମୁମ୍ବାଇ,୨।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଭାଜପା ଜାତୀୟ ସଂଗୀତକୁ ଅପମାନିତ କରିଥିବା ଅଭିଯୋଗ ଆଣିଛି। ଏନେଇ ପୋଲିସ ନିକଟରେ ଏକ ମାମଲା ରୁଜୁ କରିଛି ଭାଜପା। ମୁମ୍ବାଇ ଗସ୍ତରେ ମମତା ବାନାର୍ଜୀ ଚେୟାରରେ ବସି ଜାତୀୟ ସଙ୍ଗୀତ ଗାନ କରି ଏହାକୁ ଅପମାନିତ କରିଥିବା ଅଭିଯୋଗ ପତ୍ରରେ କୁହାଯାଇଛି। ଏହା ବ୍ୟତୀତ ଅଭିଯୋଗରେ ଦର୍ଶାଯାଇଛି ଯେ, କିଛି ସମୟ ପାଇଁ ଜାତୀୟ ସଂଗୀତ ଗାଇବା ପରେ ମୁଖ୍ୟମନ୍ତ୍ରୀ ହଠାତ୍‌ ଅଟକି ଯାଇଥିଲେ।
ସୂଚନାଯୋଗ୍ୟ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିକଟରେ ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଇଥିଲେ। ଏହି ଗସ୍ତରେ ସେ ଏନସିପି ସୁପ୍ରିମୋ ଶରଦ ପାୱାରଙ୍କୁ ଭେଟିଥିଲେ। ଏହାସହ ସେ ଶିବସେନା ନେତା ସଞ୍ଜୟ ରାଓ୍ବତ ଏବଂ ଆଦିତ୍ୟ ଠାକରେଙ୍କୁ ମଧ୍ୟ ଭେଟିଥିଲେ। ଏହି ସମୟରେ ସେ କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇବା ସହ ଭାଜପା ବିରୋଧରେ ଏକଜୁଟ ହୋଇ ଲଢିବାକୁ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri