Posted inଜାତୀୟ

ମୁମ୍ବାଇରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ମୁମ୍ବାଇ,୨୨ା୮: ମୁମ୍ବାଇରେ ଜଣେ ୧୩ ବର୍ଷୀୟା ବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଘଟଣାରେ ଜଣେ ୨୧ ବର୍ଷୀୟ ଯୁବକଙ୍କୁ ଗୋରେଗାଁଓରୁ ଗିରଫ କରାଯାଇଛି। ସୋସିଆଲ ମିଡିଆ ଜରିଆରେ ସେମାନଙ୍କ ମଧ୍ୟରେ ସମ୍ପର୍କ ସ୍ଥାପନ ହେବା ପରେ ପରସ୍ପରକୁ ଭେଟିଥିଲେ ବୋଲି ପୋଲିସ କହିଛି। ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ଶିଶୁ ଯୌନ ଅପରାଧ ପ୍ରତିକାର ଆଇନ (ପୋକ୍‌ସୋ)ର ବିଭିନ୍ନ ଧାରାରେ ମାମଲା ରୁଜୁ କରିଛି।

ପୋଲିସ କହିବା ଅନୁଯାୟୀ, ଅଭିଯୁକ୍ତ ଏକ ହୋଟେଲରେ କାମ କରୁଥିବାବେଳେ ନାବାଳିକାଙ୍କ ସହ ସୋସିଆଲ ମିଡିଆ ଜରିଆରେ କଥା ହେଉଥିଲେ। ସେମାନେ ପରସ୍ପରକୁ ଭେଟିବା ପାଇଁ ନିଷ୍ପତ୍ତି ନେଇଥିଲେ। ଅଭିଯୁକ୍ତ ନାବାଳିକାଙ୍କୁ ଅନ୍ଧେରୀ ନେଇ ବଳାତ୍କାର କରିଥିଲା। ଅଗଷ୍ଟ ୧୫ରେ ତାଙ୍କୁ ଗୁଜରାଟ ନେଇ ୩ ଥର ବଳାତ୍କାର କରିଥିଲା ବୋଲି ଅଭିଯୋଗ ହୋଇଛି। କିଛିଦିନ ପରେ ନାବାଳିକା ଘରକୁ ଫେରି ସବୁକଥା ପରିବାର ଲୋକଙ୍କୁ ଜଣାଇଥଲେ।

ଇନ୍‌ଷ୍ଟାଗ୍ରାମ ଫଟୋରୁ ପରିବାର ସଦସ୍ୟ ଅଭିଯୁକ୍ତଙ୍କୁ ଚିହ୍ନଟ କରିଥିଲେ ଏବଂ ସ୍ଥାନୀୟ ପୋଲିସକୁ ଜଣାଇଥିଲେ। ଠାଣେ ଜିଲାର ବଦଲାପୁରରେ ୨ ଜଣ ନର୍ସରି ଛାତ୍ରୀଙ୍କୁ ସ୍କୁଲ୍‌ ଝାଡ଼ୁଦାର ଯୌନ ନିର୍ଯାତନା ଦେବା ଅଭିଯୋଗରେ ବିକ୍ଷୋଭ ଜୋର୍‌ଦାର ହୋଇଥିବାବେଳେ ମୁମ୍ବାଇର ଏହି ବଳାତ୍କାର ଘଟଣା ସାମ୍‌ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?