Posted inଜାତୀୟ

ଟ୍ରେନରେ ଚୁମ୍ବନ ଦେବା ପଡିଲା ମହଙ୍ଗା

ମୁମ୍ବାଇ,୩।୪:ଟ୍ରେନ୍‌ରେ ଯୁବତୀଙ୍କୁ ଚୁମ୍ବନ ଦେବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି। ଏଥିପାଇଁ ତାଙ୍କୁ କୋର୍ଟ ତାଙ୍କୁ ଏକ ବର୍ଷ ପାଇଁ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ମଧ୍ୟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯଦିଓ ଏହି ମାମଲାରେ ସର୍ବାଧିକ ଦଣ୍ଡ ପାଞ୍ଚ ବର୍ଷ ଜେଲ ରହିଛି, କିନ୍ତୁ କୋର୍ଟ ଉକ୍ତ ବ୍ୟକ୍ତିଙ୍କୁ ମାତ୍ର ଏକ ବର୍ଷ ଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ ପୂର୍ବରୁ କୌଣସି ଅପରାଧିକ ମାମଲା ନାହିଁ ବୋଲି କୋର୍ଟ କହିଛନ୍ତି।
୨୦୧୫ରେ ୩୭ ବର୍ଷୀୟ ଜଣେ ବ୍ୟବସାୟୀ ମୁମ୍ବାଇର ଲୋକାଲ ଟ୍ରେନ୍‌ରେ ଯାତ୍ରା କରିବା ବେଳେ ଜଣେ ଯୁବତୀଙ୍କୁ କିସ କରିଦେଇଥିଲେ। ଏନେଇ ଯୁବତୀ ଜଣକ ଥାନାରେ ଅଭିଯୋଗ କରିଥିଲେ। ଏହି ମାମଲା କୋର୍ଟରେ ପହଞ୍ଚିଥିଲା। ନିକଟରେ ମାମଲାର ଶୁଣାଣ କୋର୍ଟ କରି ଯୁବକଙ୍କୁ କଡ଼ା ଦଣ୍ଡ ଦେଇଛନ୍ତି। ଅଭିଯୁକ୍ତ ବ୍ୟବସାୟୀ କୋର୍ଟରେ ଯୁକ୍ତି ଦର୍ଶାଇଥିଲେ ଯେ ସେ ଉଦ୍ଦେଶ୍ୟମୂଳକ ଭାବେ ଯୁବତୀ ଜଣଙ୍କୁ କିସ କରିନାହାଁନ୍ତି। ବରଂ ପାଖରେ ଠିଆ ହୋଇଥିବା ବ୍ୟକ୍ତି ତାଙ୍କୁ ଠେଲି ଦେଇଥିଲେ। ଏହା ପରେ ସେ ସାମ୍ନାରେ ବସିଥିବା ଯୁବତୀଙ୍କ ଉପରେ ପଡ଼ିଯାଇଥିଲେ ଏବଂ ତାଙ୍କ ଓଠ ଯୁବତୀଙ୍କ ଗାଲରେ ବାଜିଥିଲା। କିନ୍ତୁ କୋର୍ଟ ସମସ୍ତ ଯୁକ୍ତିକୁ ପ୍ରତ୍ୟାଖ୍ୟାନ କରି ଦଣ୍ଡ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?