Posted inଜାତୀୟ

ମହାରାଷ୍ଟ୍ରରେ ପୁଣି କରୋନା ଆତଙ୍କ

ମୁମ୍ବାଇ,୨।୧:ମହାରାଷ୍ଟ୍ରରେ ରବିବାର ୧୧,୮୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। କେବଳ ମୁମ୍ବାଇରେ ୮୦୬୩ ମାମଲା ଆସିଛି। ରାଜ୍ୟରେ ଗୋଟିଏ ଦିନରେ ୫୦ ଓମକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି।
ଓମିକ୍ରନ୍‌ର ବଢୁଥିବା ମାମଲା ମଧ୍ୟରେ ଭାରତରେ ତୃତୀୟ ଲହର ଆରମ୍ଭ ହେବ ବୋଲି କୁହାଯାଉଛି। ଏପରି ପରିସ୍ଥିତିରେ, ଯେକୌଣସି ପ୍ରକାରର ଅସାବଧାନତା ସମସ୍ୟାକୁ ବଢାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢ଼ାଉଛି କେରଳ…

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪...

ନାଗରିକତା ସଂଶୋଧନ ବିଲ୍‌ ବିରୋଧରେ ସୁପ୍ରିମ୍‌କୋର୍ଟରେ ଆବେଦନ ଦାଖଲ: ମୁସଲିମ୍‌ ଲିଗ୍‌ ପକ୍ଷରୁ ଲଢ଼ିବେ ସିିବଲ୍‌

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌ ଲୋକ ସଭା ଏବଂ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହାକୁ ବିରୋଧ କରି ଗୁରୁବାର ସୁପ୍ରିମକୋର୍ଟରେ ଇଣ୍ଡିଆନ୍‌ ୟୁନିୟନ ମୁସଲିମ୍‌...

ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ସମୟରେ ବିରୋଧୀଙ୍କ ହଟ୍ଟଗୋଳ …

ନୂଆଦିଲ୍ଲୀ,୧୯।୭: ସଂସଦର ସୌମୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଲୋକ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣ ସମୟରେ ବିରୋଧୀ ସଦସ୍ୟଙ୍କ ପକ୍ଷରୁ ପ୍ରବଳ ହଟ୍ଟଗୋଳ...

ପ୍ରଧାନମନ୍ତ୍ରୀଙ୍କ ଭାଇ ଦୁର୍ଘଟଣାରେ ଆହତ

ମହୀଶୂର,୨୮ା୧୨: ଏକ ସଡ଼କ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଇ ପ୍ରହଲ୍ଲାଦ ମୋଦି, ତାଙ୍କ ପୁଅବୋହୂଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ମଙ୍ଗଳବାର ଅପରାହ୍ନରେ...

କର୍ନାଟକରେ ୨ କୋଟିରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ: ରାଜ୍ୟ ସରକାରଙ୍କ ରିପୋର୍ଟ

ବେଙ୍ଗାଲୁରୁ,୫।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦିଲ୍ଲୀ, କେରଳ ଏବଂ ମହାରାଷ୍ଟ୍ରରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଥିବା କୁହାଯାଉଛି।...

ମଦ କିଣିବାର ବୟସ କମିଲା: ଜାଣନ୍ତୁ କେଉଁ ରାଜ୍ୟରେ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୩।୩: ଦିଲ୍ଲୀ ସରକାର ଏକ୍ସାଇଜ ନୀତିରେ ବଡ ପରିବର୍ତ୍ତନ ଘୋଷଣା କରିଛନ୍ତି। ସରକାରଙ୍କ ନୂଆ ନିୟମ ଅନୁସାରେ ଏବେ ରାଜଧାନୀରେ ମଦ କିଣିବାର ଆଇନଗତ ବୟସ...

ଭାରତୀୟ ସେନାଙ୍କ ହାତରେ ଅତ୍ୟାଧୁନିକ ରାଇଫଲ: ଚାଇନାର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୭।୧୦: ଭାରତୀୟ ସେନାଙ୍କ ହାତରେ ଏବେ ସିଗ୍‌ ସୌସର ଆସଲ୍ଟ ରାଇଫଲ ରହିବ। କେନ୍ଦ୍ର ସରକାର ୭୨ ହଜାର ୫୦୦ଟି ରାଇଫଲ କିଣିବା ପ୍ରସ୍ତାବକୁ...

ଜୀବନ ନେଲା ଶେଷ ପରୀକ୍ଷା,ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ମୃତ୍ୟୁ…

ଜୟପୁର,୨୫।୯: ଆର୍‌ଇଇଟି ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ସମତେ ୬ ମୃତ୍ୟୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘଟିଛି। ରାଜସ୍ଥାନର ଚାକସୁରସ୍ଥିତ ନିମୋଡ଼ିଆ ରୋଡ଼ରେ...

Advertisement
Archives

Model This Week