Posted inଜାତୀୟ

ମୁମ୍ବାଇ ପୋଲିସକୁ ଆସିଲା ବିମାନରେ ବୋମାଥିବା ଫୋନ କଲ, ଘଟଣାର ଯାଞ୍ଚ ଆରମ୍ଭ

ମୁମ୍ବାଇ,୨୫।୮: ମୁମ୍ବାଇ ପୋଲିସ କଣ୍ଟ୍ରୋଲ ରୁମକୁ ମୁମ୍ବାଇ ବିମାନ ବନ୍ଦରରେ ଏକ ବିମାନରେ ବୋମାଥିବା ମିଥ୍ୟା କଲ ଆସିଛି। ଏହି କଲ ସତାରାର ଜଣେ ଯୁବକ କରିଥିବା କୁହାଯାଉଛି। ତେବେ ଏହା ପଛର କାରଣ କ’ଣ ଓ ଯୁବକ ଜଣଙ୍କ ଏମିତି କଲ କାହିଁକି କରିଛନ୍ତି ତାହା ଏବେ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ଘଟଣାର ଯାଞ୍ଚ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri