ବିହାର ପୋଲିସକୁ ସହଯୋଗ କରୁନି ମୁମ୍ବାଇ ପୋଲିସ : ମୋଦି

ପାଟନା,୧।୮-ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲା ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ଏହି ମାମଲାରେ ମୁମ୍ବାଇ ପୋଲିସ ବିହାର ପୋଲିସକୁ ସହଯୋଗ କରୁ ନ ଥିବା ଶନିବାର ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି କହିଛନ୍ତି। ଏ ନେଇ ସୁଶୀଲ ଟୁଇଟ କରି ଜଣାଇଛନ୍ତି। ସୁଶୀଲ ଟୁଇଟରେ ଉଲ୍ଲେଖ କରିଛନ୍ତି, ସୁଶାନ୍ତ ଆତ୍ମହତ୍ୟା ମାମଲାରେ ବିହାର ପୋଲିସର ତଦନ୍ତରେ ମୁମ୍ବାଇ ପୋଲିସ ବାଧା ସୃଷ୍ଟିକରୁଛି। ଫଳରେ ତଦନ୍ତ ଆଗେଇ ପାରୁନାହିଁ। ସିବିଆଇ ଏହି ମାମଲାର ତଦନ୍ତ କରୁ ବୋଲି ସେ ପ୍ରକାଶ କରିଛନ୍ତି।

ପ୍ରକାଶ ଯେ, ଗତକାଲି ସୁଶାନ୍ତଙ୍କ ପ୍ରେମିକା ରିୟା ଚକ୍ରବର୍ତ୍ତୀ ପ୍ରଥମଥର ଲାଗି ଏକ ଭିଡିଓ ଜାରି କରିଥିଲେ। ଭିଡିଓରେ ଭଗବାନ ଓ ନ୍ୟାୟପାଳିକା ଉପରେ ମୋର ବିଶ୍ବାସ ଅଛି। ମୋତେ ନ୍ୟାୟ ନିଶ୍ଚୟ ମିଳିବ। ସତ୍ୟମେବ ଜୟତେ, ସତ୍ୟର ନିଶ୍ଚୟ ବିଜୟ ହେବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri