ବିହାର ପୋଲିସକୁ ସହଯୋଗ କରୁନି ମୁମ୍ବାଇ ପୋଲିସ : ମୋଦି

ପାଟନା,୧।୮-ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲା ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ଏହି ମାମଲାରେ ମୁମ୍ବାଇ ପୋଲିସ ବିହାର ପୋଲିସକୁ ସହଯୋଗ କରୁ ନ ଥିବା ଶନିବାର ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି କହିଛନ୍ତି। ଏ ନେଇ ସୁଶୀଲ ଟୁଇଟ କରି ଜଣାଇଛନ୍ତି। ସୁଶୀଲ ଟୁଇଟରେ ଉଲ୍ଲେଖ କରିଛନ୍ତି, ସୁଶାନ୍ତ ଆତ୍ମହତ୍ୟା ମାମଲାରେ ବିହାର ପୋଲିସର ତଦନ୍ତରେ ମୁମ୍ବାଇ ପୋଲିସ ବାଧା ସୃଷ୍ଟିକରୁଛି। ଫଳରେ ତଦନ୍ତ ଆଗେଇ ପାରୁନାହିଁ। ସିବିଆଇ ଏହି ମାମଲାର ତଦନ୍ତ କରୁ ବୋଲି ସେ ପ୍ରକାଶ କରିଛନ୍ତି।

ପ୍ରକାଶ ଯେ, ଗତକାଲି ସୁଶାନ୍ତଙ୍କ ପ୍ରେମିକା ରିୟା ଚକ୍ରବର୍ତ୍ତୀ ପ୍ରଥମଥର ଲାଗି ଏକ ଭିଡିଓ ଜାରି କରିଥିଲେ। ଭିଡିଓରେ ଭଗବାନ ଓ ନ୍ୟାୟପାଳିକା ଉପରେ ମୋର ବିଶ୍ବାସ ଅଛି। ମୋତେ ନ୍ୟାୟ ନିଶ୍ଚୟ ମିଳିବ। ସତ୍ୟମେବ ଜୟତେ, ସତ୍ୟର ନିଶ୍ଚୟ ବିଜୟ ହେବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମହିଳା ଫୁଟବଲର୍‌ ଭାବେ ଓନାମ ବେମବେମ ଦେବୀଙ୍କୁ ପଦ୍ମଶ୍ରୀ ପୁରସ୍କାର

ନୂଆଦିଲ୍ଲୀ,୯।୧୧: ଭାରତୀୟ ଫୁଟବଲର ଦୁର୍ଗା ଓନାମ ବେମବେମ ଦେବୀ ପ୍ରଥମ ଭାରତୀୟ ମହିଳା ଫୁଟବଲର୍‌ ଭାବେ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର ପାଇଛନ୍ତି। ସୋମବାର ଓନାମ ଏହି...

ହଠାତ୍‌ ବସ୍‌ର ବ୍ରେକ୍‌ ଫେଲ୍‌ ହେବାରୁ ଗଲା ୧୧ ଜୀବନ

ଚମ୍ପାରଣ,୧୦।୬: ଝାରଖଣ୍ଡ ଚମ୍ପାରଣରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋମବାର ଭୋର ସାଢ଼େ ୩ଟାରେ ଏକ ଯାତ୍ରୀବାହୀ ବସ୍‌ ଟ୍ରକକୁ ଧକ୍କା ଦେଇଛି। ଫଳରେ ଏହି...

ଫଟୋ ଶେୟାର କରି ଖୁସି ଖବର ଦେଲେ ଅଭିନେତ୍ରୀ

ସାଉଥ୍‌ ଅଭିନେତ୍ରୀ ପ୍ରଣିତା ସୁଭାଷ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି । ଅଭିନେତ୍ରୀ ତାଙ୍କ ସ୍ବାମୀଙ୍କ ସହ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ଏହି ଖୁସି...

କରୋନା ଭାଇରସ: ସରକାର ଜାରି କଲେ ହ୍ବାଟସ୍‌ ଆପ୍‌ ହେଲ୍ପଡେସ୍କ

ନୂଆଦିଲ୍ଲୀ,୨୦।୩: କରୋନା ଭାଇରସରେ ଏବେ ଭାରତରେ ପାଖାପାଖି ୨୦୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ହେଲାଣି। ଏହି କରୋନାକୁ ନେଇ ଲୋକେ...

ମେନ୍ଧର ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୧୪।୯: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର ମେନ୍ଧର ସେକ୍ଟରରେ ପାକିସ୍ତାନ ଶନିବାର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସକାଳ ପ୍ରାୟ ୯ଟା ୩୦ରେ ମୋର୍ଟାର ମାଡ କରିବା ସହ...

ରାତି ୩ରେ ଏହି କାମ କରନ୍ତି ଅମିତାଭ ବଚ୍ଚନ

ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ଏବେ କୁଇଜ୍‌ ଶୋ’ କୌନ ବନେଗା କରୋଡପତି ୧୩ ଯୋଗୁ ଚର୍ଚ୍ଚାରେ ଅଛନ୍ତି। ଶୋ’ ହୋଷ୍ଟିଂ କରୁଥିବା ବିଗ୍‌ ବି’...

‘ଭୟଭୀତ ଅଛି ଭାଜପା, ଆମେ ଭିକ ମାଗିବାକୁ ଯିବୁନାହିଁ’

ଶ୍ରୀନଗର,୧୪।୧୨: ନ୍ୟାଶନାଲ କନ୍‌ଫରେନ୍ସ ଉପାଧ୍ୟକ୍ଷ ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା କେନ୍ଦ୍ର ଭାଜପା ସରକାର ଉପରେ ବର୍ଷିଛନ୍ତି। ଦକ୍ଷିଣ କଶ୍ମୀରର ଅନନ୍ତନାଗ...

ମୋରବି କେବଲ ବ୍ରିଜ ଦୁର୍ଘଟଣାରେ ୧୪୦ରୁ ଅଧିକ ମୃତ, ରାତିସାରା ପିଏମଓ ସହ ସମ୍ପର୍କରେ ଥିଲେ ସ୍ୱରାଷ୍ଟ୍ର ମନ୍ତ୍ରୀ

ମୋରବି,୩୧ ।୧୦: ଗୁଜରାଟର ମୋରବିରେ ରବିବାର ହୋଇଥିବା କେବଲ ବ୍ରିଜ ଦୁର୍ଘଟଣାରେ ଏବେ ପର୍ଯ୍ୟନ୍ତ ୧୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦ରୁ ଅଧିକ...

Advertisement
Archives

Model This Week