Posted inଜାତୀୟ

ମୁମ୍ବାଇ ପୋଲିସକୁ ୟୁଜରଙ୍କ ପ୍ରଶ୍ନ-ମୋ ନାଁ ସନି, ମୁଁ ବାହାରକୁ ଯାଇପାରିବି କି?

ମୁମ୍ବାଇ, ୨୫।୫: ମଜାଳିଆ ପୋଷ୍ଟ ମାଧ୍ୟମରେ ସଚେତନତାର ବାର୍ତ୍ତା ଦେବାରେ ମୁମ୍ବାଇ ପୋଲିସର କେହି ସମକକ୍ଷ ହୋଇପାରିବେ ନାହିଁ। ନିକଟରେ ଜଣେ ୟୁଜର ଟୁଇଟରରେ ମୁମ୍ବାଇ ପୋଲିସକୁ ଟ୍ୟାଗ କରି ଏକ ପ୍ରଶ୍ନ କରିଥିଲେ। ମୋ ନାଁ ସନି। ମୁଁ ବାହାରକୁ ଯାଇପାରିବି କି ? ଖୁବ୍‌ ମଜାଳିଆ ଅନ୍ଦାଜ ଏହାର ଉତ୍ତର ଦେଇଛି ମୁମ୍ବାଇ ପୋଲିସ।

”ସାର ଯଦି ଆପଣ ଆମ ସୋଲାର ସିଷ୍ଟମର କେନ୍ଦ୍ର, ଯାହାର ଚାରି ପାଖେ ପୃଥବୀ ଓ ଅନ୍ୟ ଗ୍ରହମାନେ ବୁଲନ୍ତି, ତାହେଲେ ଆମେ ଆଶା କରୁଛୁ ଆପଣ ନିଜ ଦାୟିତ୍ୱ ବୁଝିପାରୁଥିବେ। ଭାଇରସ ସାମ୍ନାକୁ ଯାଇ ଆପଣଙ୍କ ଦାୟିତ୍ୱ ସହ ସାଲିସ କରନ୍ତୁ ନାହିଁ। ନିରପତ୍ତାର ସୂର୍ଯ୍ୟକିରଣ ହୁଅନ୍ତୁ“ ବୋଲି ମୁମ୍ବାଇ ପୋଲିସ ପକ୍ଷରୁ ଟୁଇଟ୍‌ କରାଯାଇଛି। ଏଭଳି ମଜାଳିଆ ଟୁଇଟ୍‌ ଯୋଗୁ ମୁମ୍ବାଇ ପୋଲିସକୁ ବହୁ ୟୁଜର୍ସ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମାଜସେବୀ ଅଜିତଙ୍କ ଅକାଳ ବିୟୋଗ: ଅଞ୍ଚଳରେ ଗଭୀର ଶୋକ

ଗଞ୍ଜାମ,୨୦।୪(ଅନାଥ ତରାଇ): ଗଞ୍ଜାମ ସହର ଓଡ଼ିଆ ଢମଣାସାହି ଅଞ୍ଚଳରେ ଆଜି ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଅଞ୍ଚଳର ଜଣେ ଜଣାଶୁଣା ସମାଜସେବୀ ତଥା ବଜରଙ୍ଗ…

ସିଦ୍ଧେଶ୍ୱର କଲ୍ୟାଣ ମଣ୍ଡପ ବିବାଦ: ପୋଲିସ ଉପସ୍ଥିତିରେ ଦଖଲ କଲା ବ୍ଲକ ପ୍ରଶାସନ, ପଞ୍ଚାୟତକୁ ହସ୍ତାନ୍ତର କରାଗଲା ଚାବି

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ରଘୁନାଥ ମନ୍ଦିର ନିକଟରେ ନବ ନିର୍ମିତ କଲ୍ୟାଣ ମଣ୍ଡପ ଦଖଲକୁ ନେଇ ଦୀର୍ଘ ବର୍ଷ…

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ…

ଆଜି ଆମେରିକା-ଇରାନ ମଧ୍ୟରେ ହେବ ବଡ଼ ଡିଲ୍‌! ଟ୍ରମ୍ପଙ୍କ ଦାବି ପରେ ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୦।୪: ମଧ୍ୟପ୍ରାଚ୍ୟରେ ଅରାଜକତା ମଧ୍ୟରେ, ଆଶ୍ୱସ୍ତିର ଖବର ସାମ୍ନାକୁ ଆସୁଛି। ଇରାନ ଏହାକୁ ଅସ୍ବୀକାର କରିଚାଲିଥିବା ବେଳେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

ଭିବିଜି – ରାମ ଜି ଯୋଜନାରେ ଜାଲିଆତି ଅଭିଯୋଗ: କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ବିଡିଓ, କହିଲେ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକରେ ସରକାରୀ ଯୋଜନାରେ ଜାଲିଆତି କରାଯାଇଥିବା ଅଭିଯୋଗ ହୋଇଛି। ଭିବିଜି – ରାମ ଜି ଯୋଜନାରେ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri