Posted inଜାତୀୟ

ସଂକ୍ରମଣର ସୁନାମୀ ଆସିଲେ ବି ଆମେ ପ୍ରସ୍ତୁତ

ମୁମ୍ବାଇ,୪।୧: କୋଭିଡ୍‌-୧୯ର ତୃତୀୟ ଲହର ପାଇଁ ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏପରି କି ସଂକ୍ରମଣର ସୁନାମୀ ଆସିଲେ ବି ଆମେ ସଫଳତାର ସହିତ ତା’ର ସମ୍ମୁଖୀନ ହେବୁ। ଏଭଳି ଦୃଢ଼ୋକ୍ତି ଦେଇଛନ୍ତି ମୁମ୍ବାଇ ମେୟର କିଶୋରୀ ପେଡନେକର।

ଓମିକ୍ରନ ଭାରିଆଣ୍ଟ କାରଣରୁ ପୁଣି ଥରେ ଆକ୍ରାନ୍ତ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ହୋଇପାରେ ବୋଲି ପ୍ରାୟ ଏକ ସପ୍ତାହ ତଳେ ଚେତାବନୀ ଦେଇଥିଲେ ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟେଡ୍ରସ ଆଧାନମ ଘେବ୍ରେୟେସସ୍‌।

“ମୋତେ ଭଲଭାବେ ଜଣାଅଛି, ନୂଆ ଭାରିଆଣ୍ଟ ଅଧିକ ସଂକ୍ରମକ। ଏହା ସହ ଡେଲ୍ଟା ଭାରିଆଣ୍ଟର ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। କିନ୍ତୁ ଆମେ ତୃତୀୟ ଲହର ପାଇଁ ପ୍ରସ୍ତୁତ। ଆମ ପାଖରେ ଯଥେଷ୍ଟ ଲିକ୍ୟୁଡ୍‌ ଅକ୍ସିଜେନ ପ୍ଲାଣ୍ଟ ସହ ହସ୍ପିଟାଲରେ ୩୦ ହଜାର ବେଡ୍‌ ପ୍ରସ୍ତୁତ ଅଛି। ଏଥିସହିତ ବଡ଼ କୋଭିଡ୍‌ ସେଣ୍ଟର ମଧ୍ୟ ପ୍ରସ୍ତୁତ ରଖାଯାଇଛି। ଏପରି କି ସଂକ୍ରମଣର ସୁନାମୀ ଆସିଲେ ବି ଆମେ ସମ୍ମୁଖୀନ ହୋଇପାରିବୁ” ବୋଲି ମେୟର ପେଡନେକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri