Posted inଖେଳ

ଅପରେଶନ ସିନ୍ଦୂର ପରେ ମୁମ୍ବାଇ-ପଞ୍ଜାବ ମ୍ୟାଚ୍‌ ଅହମଦାବାଦକୁ ସ୍ଥାନାନ୍ତର

ନୂଆଦିଲ୍ଲୀ,୮ା୫: ଆସନ୍ତା ୧୧ ତାରିଖରେ ଧର୍ମଶାଳାରେ ପଞ୍ଜାବ କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହେବାକୁ ଥିବା ମ୍ୟାଚ୍‌କୁ ଅହମଦାବାଦକୁ ସ୍ଥାନାନ୍ତର କରାଯାଇଛି। ପାକିସ୍ତାନରେ ଆତଙ୍କବାଦ ସହ ଜଡ଼ିତ ବିଭିନ୍ନ କୋଠାକୁ ଅପରେଶନ ସିନ୍ଦୂର ଦ୍ୱାରା ଭାରତ ଧ୍ୱଂସ କରିବା ପରେ ହିମାଚଳ ପ୍ରଦେଶର ବିମାନବନ୍ଦର ବନ୍ଦ କରିଦିଆଯାଇଛି। ଏହି କାରଣରୁ ମ୍ୟାଚ୍‌କୁ ଅହମଦାବାଦକୁ ସ୍ଥାନାନ୍ତର କରାଯାଇଛି। ଗୁଜରାଟ କ୍ରିକେଟ ଆସୋସିଏଶନ (ଜିସିଏ) ସମ୍ପାଦକ ଅନିଲ ପଟେଲ ଏହା ସ୍ପଷ୍ଟ କରିଛନ୍ତି। ପୂର୍ବରୁ ଏହି ମ୍ୟାଚ୍‌କୁ ମୁମ୍ବାଇକୁ ସ୍ଥାନାନ୍ତର କରାଯିବ ବୋଲି ରିପୋର୍ଟ ଆସିଥିଲା।

‘ବିସିସିଆଇ ପକ୍ଷରୁ ଆମକୁ ଅନୁରୋଧ କରାଯାଇଥିଲା ଏବଂ ଆମେ ତାହାକୁ ଗ୍ରହଣ କରିଛୁ। ମୁମ୍ବାଇ ଦଳ ଆଜି ଅହମଦାବାଦରେ ପହଞ୍ଚିବ। ପଞ୍ଜାବ ଦଳ କେବେ ପହଞ୍ଚିବ ତାହା ପରେ ଜଣାପଡ଼ିବ। ଏହି ମ୍ୟାଚ୍‌ ରବିବାର ଅପରାହ୍ନରେ ହେବ ବୋଲି ପଟେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ…

ଶୁକ୍ରବାର ରାତିରେ ରାଶି ପରିବର୍ତ୍ତନ କରିବେ ଚନ୍ଦ୍ର: ବୃଷ-ସିଂହ ସହ ଏହି ରାଶିଙ୍କୁ ଫାଇଦା ହିଁ ଫାଇଦା, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬ ରାତି ୭ଟା ୮ ମିନିଟ୍‌ରେ ଚନ୍ଦ୍ର ସିଂହ ରାଶି ଛାଡ଼ି କନ୍ୟା ରାଶିରେ ପ୍ରବେଶ କରିବେ। ଏହି…

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ…

ସୂର୍ଯ୍ୟଙ୍କ ଗୋଚର: ୩ ରାଶିଙ୍କୁ ମିଳିବ ଲାଭ, ଚାକିରିରେ ବଡ଼ ଅଫର୍‌କୁ ଧନଲାଭର ଖୋଲିଲା ଯୋଗ

ସୂର୍ଯ୍ୟ ଗ୍ରହ ୧୩ ସେପ୍ଟେମ୍ୱର ୨୦୨୬ ରବିବାର ରାତି ୯ଟା ୫୩ ମିନିଟରେ ପୂର୍ୱାଫାଲଗୁନୀ ନକ୍ଷତ୍ରରୁ ପୂର୍ୱାଫାଲଗୁନୀ ନକ୍ଷତ୍ରକୁ ପ୍ରବେଶ କରିବେ। ଏହି ଗୋଚର ପ୍ରଭାବରୁ ଭାଗ୍ୟଶାଳୀ…

ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…

ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ।…

ବୁଧାଦିତ୍ୟ ରାଜଯୋଗରେ ମାଲାମାଲ ହେବେ ୪ ରାଶି: ଚାକିରିରେ ପଦୋନ୍ନତି ସହ ବ୍ୟବସାୟରେ ଅଚାନକ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ଦେବ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ସେହି ସମୟରେ କନ୍ୟା ରାଶିରେ…

ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…

ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri