ଶୀଘ୍ର ଭାରତ ଫେରିପାରନ୍ତି ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହବ୍ବୁର ରାଣା

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୮।୮: ମୁମ୍ବାଇରେ ୨୦୦୮ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହବ୍ବୁର ହୁସେନ ରାଣାଙ୍କୁ ଖୁବଶୀଘ୍ର ଭାରତ ଫେରାଇ ଅଣାଯିବାର ସମ୍ଭାନା ରହିଛି। ଆମେରିକାର ଅଦାଲତ ପାକିସ୍ତାନ ମୂଳ ବାସିନ୍ଦା ଏହି କାନାଡିଆ ବିଜନେସ ମ୍ୟାନଙ୍କ ଅପିଲକୁ ଖାରଜ କରି ଦେଇଛନ୍ତି ଯେଉଁଥିରେ ସେ ଆମେରିକାର ସରକାରଙ୍କୁ ଭାରତ ନ ଯିବାକୁ ଗୁହାରି କରିଥିଲେ।

ଆମେରିକୀୟ କୋର୍ଟ ତାଙ୍କୁ କୌଣସି ଆଶ୍ୱସ୍ତି ଦେବାକୁ ମନା କରିବା ପରେ ଆମେରିକାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ତାଙ୍କୁ ଭାରତ ଆଣିବାକୁ ଅନୁମତି ନେଉଥିବା ଜଣାପଡିଛି। ଭାରତରେ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ଷଡଯନ୍ତ୍ର କରିଥିବା ସେ ଜଣେ ଆଗଧାଡିର ଅଭିଯୁକ୍ତ। ତେବେ ତାହବ୍ବୁର ଏହି ଆଦେଶ ବିରୋଧରେ ଅପିଲ କରିଛନ୍ତି। ଏହି ଆବେଦନରେ ସେ ତାଙ୍କ ଆବେଦନକୁ ଅନ୍ୟ କୋର୍ଟରେ ଶୁଣାଣି ନହେବା ପର୍ଯ୍ୟନ୍ତ ସେ ଭାରତକୁ ପ୍ରତ୍ୟର୍ପଣ ପାଇଁ ସ୍ଥଗିତ ରଖିବାକୁ ଅନୁରୋଧ କରିଛନ୍ତି।
ଆମେରିକା ସରକାରଙ୍କ ଡେପୁଟି ସ୍ପୋକ୍ସ ପର୍ସନ ବେଦାନ୍ତ ପଟେଲ କହିଛନ୍ତି ଯେ ଏହା ଆମ ପାଇଁ ବିଚାରାଧୀନ ବିଷୟ। ସେ କହିଛନ୍ତି, ‘ଆମେରିକା ସରକାର ସମଗ୍ର ବିଶ୍ୱରେ ଆତଙ୍କବାଦ ବିରୋଧରେ। ଭାରତରେ୨୬/୧୧ ମୁମ୍ବାଇ ଆକ୍ରମଣକୁ ଆମେ ନିନ୍ଦା କରୁଛୁ। ଏହା ହୋଇ ନ ଥାନ୍ତା। ଆତଙ୍କବାଦ ଅପରାଧୀଙ୍କ ବିରୋଧରେ ଆମେରିକା ସର୍ବଦା ରହିଆସିଛି। ଆମେ ଚାହୁଁ ଯେ ଆତଙ୍କବାଦ ବିରୋଧରେ ସମସ୍ତ ଅଭିଯୁକ୍ତଙ୍କୁ ଦଣ୍ଡ ଦିଆଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri