‘ବାବା ସିଦ୍ଧକିଙ୍କଠାରୁ ଖରାପ ହେବ ଅବସ୍ଥା’; ପୁଣି ଭାଇଜାନଙ୍କୁ ଧମକ ମିଳିବା ପରେ ଚିନ୍ତାରେ ପରିବାର

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ। ମୁମ୍ବାଇ ପୋଲିସକୁ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ପକ୍ଷରୁ ଏକ ବାର୍ତ୍ତା ମିଳିଛି। ଯେଉଁଥିରେ ଅଭିନେତାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଛି। ଏପରିକି ଶତ୍ରୁତାକୁ ଶେଷ କରିବାକୁ ୫ କୋଟି ଟଙ୍କା ଦାବି କରାଯାଇଛି। ଯଦି ସେ ଏହି ଟଙ୍କା ନ ଦିଅନ୍ତି ତେବେ ଅଭିନେତାଙ୍କ ଅବସ୍ଥା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଧକିଙ୍କଠାରୁ ମଧ୍ୟ ଖରାପ ହେବ ବୋଲି ଚେତାବନୀରେ କୁହାଯାଇଛି।

If He Wants To Live…': Salman Khan Gets Death Threat As Mumbai Traffic Police Receives Rs 5 Cr Extortion Message - News18

ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ମିଳିଥିବା ହ୍ବାଟ୍ସଆପ୍‌ ବାର୍ତ୍ତାରେ କୁହାଯାଇଛି, ଏହାକୁ ହାଲୁକାରେ ନିଅନ୍ତୁ ନାହିଁ। ଯଦି ସଲମାନଙ୍କୁ ଜୀବିତ ଦେଖିବାକୁ ଚାହଁ ଏବଂ ବିଶ୍ନୋଇଙ୍କ ସହ ଶତ୍ରୁତା ଶେଷ କରିବାକୁ ଚାହଁ ତେବେ ୫ କୋଟି ଟଙ୍କା ଦିଅ। ଯଦି ଟଙ୍କା ନ ଦିଅ ତେବେ ତାଙ୍କ ଅବସ୍ଥା ବାବା ସିଦ୍ଧକିଙ୍କଠାରୁ ଖରାପ ହେବ।

Salman Khan Threat Case: Mumbai Traffic Police Receive WhatsApp Message Demanding ₹5 Crore To Resolve Feud With Lawrence Bishnoi; Probe Underway

ତେବେ ଏହା ବାସ୍ତବିତ ଗ୍ୟାଙ୍ଗ ପକ୍ଷରୁ ଆସିଛି କି ନାହିଁ ତାହା ଜଣାପଡ଼ି ନ ଥିଲେ ହେଁ ମୁମ୍ବାଇ ପୋଲିସ ଯାଞ୍ଚ ଆରମ୍ଭ କରିଛି। ଅଭିନେତାଙ୍କ ଘର ଆଗରେ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି। ପରିବାରଲୋକେ ଚିନ୍ତାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri