Posted inଜାତୀୟ

ବିଚ୍‌ ରାସ୍ତାରେ ଟ୍ରାଫିକ ପୋଲିସଙ୍କୁ ନିର୍ଧୁମ ଛେଚିଲେ ମହିଳା: ଭିଡିଓ ଭାଇରାଲ

ମୁମ୍ବାଇ, ୨୪।୧୦- ଜଣେ ଟ୍ରାଫିକ ପୋଲିସଙ୍କୁ ନିର୍ଧୁମ ମାଡ ମାରିଛନ୍ତି ମହିଳା। ବିଚ୍‌ ରାସ୍ତା ଉପରେ ମହିଳା ଜଣକ ଟ୍ରାଫିକ ପୋଲିସଙ୍କ କାଲର ଧରି ମାଡ ମାରିଥିବା ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଏହି ମାମଲାରେ ପୋଲିସ ମାଡ ମାରିଥିବା ମହିଳା ସାଗରିକା ତିୱାରୀ ଓ ତାଙ୍କ ପୁରୁଷ ସହଯୋଗୀ ମୋହସିନ ଶେଖଙ୍କୁ ଗିରଫ କରିଛି।
ଅଭିଯୋଗ ମୁତାବକ, ସାଗରିକା ଓ ତାଙ୍କର ୩୨ ବର୍ଷୀୟ ବନ୍ଧୁ ମୋହସିନ ଶେଖ ବାଇକରେ ଯାଉଥିଲେ। ମୋହସିନ ବିନା ହେଲମେଟରେ ଗାଡି ଚଳାଉଥିବାରୁ ଟ୍ରାଫିକ ପୋଲିସ ଏକନାଥ ଜରିମାନା ଆଦାୟ କରିଥିଲେ। ଏହାପରେ ମୋହସିନ ଓ ସାଗରିକା ଏକନାଥଙ୍କ ସହ କଥା ଯୁକ୍ତିତର୍କ କରିଥିଲେ। ପରେ ଉତ୍ତ୍ୟକ୍ତ ହୋଇ ସାଗରିକା ଏକନାଥଙ୍କୁ ମାଡ ମାରିଥିଲେ। ମୁମ୍ବାଇର କାଲବା ଦେବୀ ସ୍ଥିତ ସୁରତି ହୋଟେଲ ନିକଟରେ ଏହି ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?