ଶାଶୁଘର ଲୋକଙ୍କ ଭୟରେ ପରଦାରେ ବୋଲ୍ଡ ସିନ୍‌ କରିବାକୁ ଡରୁଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

୬୦ ରୁ ୭୦ ଦଶକରେ ପରଦାରେ ରାଜ୍‌ କରୁଥିଲେ ଚୁଲ୍‌ବୁଲି ଅଭିନେତ୍ରୀ ମମତାଜ୍‌। ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ। ଯଦିଓ ଆଜି ସେ ଫିଲ୍ମ ଦୁନିଆରେ ସକ୍ରିୟ ନାହାନ୍ତି, କିନ୍ତୁ ଏବେ ବି ପ୍ରଶଂସକ ତାଙ୍କୁ ମନେ ରଖିଛନ୍ତି। ସମୟ ଥିଲା ମମତାଜ୍‌ ଗୋଟିଏ ସେ ସମୟରେ ୧୦ ଲକ୍ଷ ଟଙ୍କା ଫିସ୍‌ ନେଉଥିଲେ। ଏହି କଥାରୁ ଜଣାପଡେ ସେତେବେଳେ ତାଙ୍କ କ୍ରେଜ୍‌ କେତେ ଅଧିକ ଥିଲା।
ବଲିଉଡ୍‌ର ରଙ୍ଗୀନରେ ପରଦାରେ ସେ ସମୟରେ ବି ବୋଲ୍ଡ ସିନ୍‌କୁ ନେଇ ବେଶ୍‌ ଚର୍ଚ୍ଚା ହେଉଥିଲା। କିନ୍ତୁ ମମତାଜ୍‌ ଏହାକୁ ନେଇ ଟିକେ ଭିନ୍ନ ଥିଲେ। ସେ ନିଜ ଶାଶୁଘର ଲୋକଙ୍କ ଭୟରେ ପରଦାରେ ବୋଲ୍ଡ ସିନ୍‌ କରିବାକୁ ରାଜି ହେଉ ନ ଥିଲେ। ତଥାପି ଲାଜକୁଳୀ ସ୍ବଭାବର ମମତାଜ୍‌ ସାଧାରଣ ଶୈଳୀରେ ଅଭିନୟ କରି ମଧ୍ୟ ଦର୍ଶକଙ୍କ ହୃଦୟ ଜିତିଥିଲେ। ନିକଟରେ ଏକ ସାକ୍ଷାତକାରରେ ସେ କହିଥିଲେ, ଯଦି ମୁଁ ପଡିଆରେ ବୋଲ୍ଡ ସିନ୍‌ କରିଥାନ୍ତି ତେବେ ମୋ ଶାଶୁଘର ଲୋକେ ମୋତେ ଆପଣାଇବାକୁ କୁଣ୍ଠାବୋଧ କରିଥାନ୍ତେ। ଏହି କାରଣରୁ ମୁଁ ପରଦାରେ କୌଣସି ହିରୋଙ୍କୁ ଚୁମ୍ବନ ଦେଇନାହିଁ।
ମମତାଜଙ୍କୁ ମାତ୍ର ୧୮ ବର୍ଷ ହୋଇଥିବାବେଳେ ଶମ୍ମି କପୁର ତାଙ୍କୁ ବିବାହ ପାଇଁ ପ୍ରପୋଜ କରିଥିଲେ। ମମତାଜ୍‌ ମଧ୍ୟ ଶମ୍ମିଙ୍କୁ ହୃଦୟ ଦେଇ ଭଲ ପାଉଥିଲେ। କିନ୍ତୁ ଶମ୍ମି କପୁର ବିବାହ ପାଇଁ ଏକ ସର୍ତ୍ତ ରଖିଥିଲେ। ସର୍ତ୍ତଟି ହେଉଛି ବିବାହ ପରେ ମମତାଜ୍‌ଙ୍କୁ ଫିଲ୍ମ କ୍ୟାରିୟର୍‌ ଛାଡିବାକୁ ପଡିବ। କିନ୍ତୁ ମମତାଜ୍‌ ଏହା କରିବାକୁ ମନା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?