ଭିଡିଓ ଶେୟାର କରି ସୋସିଆଲ ମିଡିଆ ଛାଡିଲେ ମୁନାୱର ଫାରୁକି

ମୁମ୍ବାଇ,୪ ।୧୦: ଷ୍ଟାଣ୍ଡଅପ୍ କମେଡି ଦୁନିଆରେ ମୁନାୱର ଫାରୁକିଙ୍କ ନାମ ବେଶ ଜଣାଶୁଣା । ତାଙ୍କର ନିଆରା ଅନ୍ଦାଜରେ ସେ ଲୋକଙ୍କୁ ଖୁବ୍ ହସାଇଥାଆନ୍ତି । କଙ୍ଗନା ରାନାୱତଙ୍କ ଟେଲିଭିଜନ ରିୟଲିଟି ଶୋ’ ‘ଲକ ଅପ୍‌’ରେ ସେ ନଜର ଆସିବା ପରେ ମୁନାୱରଙ୍କ ଫ୍ୟାନ ଫଲୋଇଂ ସଂଖ୍ୟା ବେଶ ବଢିଯାଇଥିଲା । କିଛିଦିନ ହେବ ମୁନାୱର କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହୁଛନ୍ତି । ଏଥର ସେ ସୋସିଆଲ ମିଡିଆ ଛାଡିଥିବା ଖବରକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ ।
ମୁନାୱର ଫାରୁକି ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସବୁବେଳେ ସେ କିଛି ନା କିଛି ଶେୟାର କରିବା ସହ ନିଜ ପ୍ରଶଂସକଙ୍କ ସହ ଯୋଡି ହୋଇ ରହିଥାଆନ୍ତି । ତାଙ୍କ ପ୍ରଶଂସକ ବି ଫାରୁକିଙ୍କ ପୋଷ୍ଟକୁ ଯେମିତି ଅପେକ୍ଷା ରଖିଥାଆନ୍ତି । ଏବେ କମେଡିଆନ ଏକ ଭିଡିଓ ଶେୟାର କରି ସୋସିଆଲ ମିଡିଆ ଛାଡିଥିବା କହିଛନ୍ତି ।
ସୂଚନାଯୋଗ୍ୟ, ୨ ଅକ୍ଟୋବରରେ ମୁନାୱର ଫାରୁକି ଟୁଇଟରରେ ଏକ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ ସେ ସାମନ୍ୟ ଇମୋଶନାଲ ଦେଖାଯାଉଛନ୍ତି । ଉକ୍ତ ଭିଡିଓରେ ସେ କହିଛନ୍ତି, ‘ହାୟ ବନ୍ଧୁମାନେ ମୁଁ ସୋସିଆଲ ମିଡିଆ ଛାଡୁଛି । ହେଲେ କେତେ ସମୟ ପାଇଁ ତାହା ଜଣାନାହିଁ । କିଛି ପର୍ସନାଲ ସମସ୍ୟା ଆଉ କିଛି ଅବୁଝା, ଯାହା ଆଗାମୀ ଭିଡିଓରେ ରହିଛି ତାହା ଟିମ ନିକଟରେ ଅଛି । ସେମାନେ ପ୍ରସ୍ତୁତ କରି ଅପଲୋଡ କରିଦେବେ । ମୁଁ ଫାଇନାଲ କଟ ବି ଦେଖିନାହିଁ । ହେଲେ ଆପଣଙ୍କୁ ଭିଡିଓ ପସନ୍ଦ ଆସିବ ନିଜର ଯତ୍ନ ନିଅନ୍ତୁ ।’


Enter your email to get our daily news in your inbox.

All Right Reserved By Dharitri.Com

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri