ମୁଣ୍ଡଳି ଟ୍ରାଜେଡି: ଆସିଲା ହାତୀର ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ, ଏହି କାରଣରୁ ହୋଇଥିଲା ମୃତ୍ୟୁ

କଟକ ଅଫିସ,୭ା୧୦: ମୁଣ୍ଡଳି ଦନ୍ତାହାତୀ ମୃତ୍ୟୁ ଘଟଣାର ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ମାନସିକ ଆଘାତ ଯୋଗୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ମୃତ୍ୟୁର ୩ ଦିନ ଅର୍ଥାତ ୭୨ ଘଣ୍ଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏନେଇ ସାଲେପୁର ବ୍ଲକ ପ୍ରାଣୀସମ୍ପଦ ଅଧିକାରୀ ବନବିଭାଗକୁ ରିପୋର୍ଟ ଦେଇଛନ୍ତି।

ସୂଚନାଯୋଗ୍ୟ, ମହାନଦୀର ମୁଣ୍ଡଳି ବ୍ୟାରେଜ୍‌ରେ ସେପ୍ଟେମ୍ବର ୨୪ରେ ହାତୀଟି ଫସି ରହିଥିଲା। ଏହି ହାତୀକୁ ଉଦ୍ଧାର କରିବା ପାଇଁ ଯାଇଥିବା ଯୁବ ସାମ୍ବାଦିକ ଅରିନ୍ଦମ ଦାସ, ଓଡ୍ରାଫ ଟିମ୍‌ର ସୀତାରାମ ମୁର୍ମୁଙ୍କ ଜୀବନ ଯାଇଥିଲା। ତେବେ ୨୬ ତାରିଖରେ ଦନ୍ତାର ମୃତଦେହ ଯୋବ୍ରା ଆନିକଟ ନିକଟରେ ଠାବ କରାଯାଇଥିଲା। ସେହିପରି ୨୮ ତାରିଖରେ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ମଙ୍ଗଳବାର ଭାଜପା ଷ୍ଟାର ପ୍ରଚାରକ ଲିଷ୍ଟରେ ଅନୁଭବଙ୍କ ନାଁ ଥିଲା।

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri