ଯୁକ୍ତ ୨ କଳାରେ ମୁନି ସାହୁ, ବିଜ୍ଞାନରେ ଏନ୍‌. ସାଇନି ରାଇକିଆ ବ୍ଲକ ଟପ୍ପର

ରାଇକିଆ,୨୨।୫(ପ୍ରଦୀପ ବେହେରା ): ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। କନ୍ଧମାଳ ଜିଲା ରାଇକିଆ ବ୍ଲକରେ ଦୁଇଟି ମହାବିଦ୍ୟାଳୟର ଛାତ୍ରୀ କଳା ଏବଂ ବିଜ୍ଞାନ ବିଭାଗରେ ଟପ୍ପର ହୋଇଛନ୍ତି। ସୁଧାକିରଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାଇକିଆରୁ ମୁନି ସାହୁ କଳାରେ ୫୨୬ ମାର୍କ(୮୭.୬୬ ପ୍ରତିଶତ) ରଖି ବିଦ୍ୟାଳୟ ସହ ରାଇକିଆ ବ୍ଲକ ଟପ୍ପର ହୋଇଛନ୍ତି । ସେହିପରି ଜୀବନଜ୍ୟୋତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ବିଜ୍ଞାନ ବିଭାଗରେ ଏନ. ଶାଇନି ୩୮୦ ମାର୍କ(୬୩.୩୩ ପ୍ରତିଶତ) ରଖି ବିଦ୍ୟାଳୟ ସହ ବ୍ଲକ ଟପ୍ପର ହୋଇଛନ୍ତି ।

ସୂଚନାନୁଯାୟୀ, ସୁଧାକିରଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାଇକିଆରୁ ଯୁକ୍ତ ୨ କଳାରେ ମୋଟ ୨୧୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ସେଥିମଧ୍ୟରୁ ପ୍ରଥମ ଶ୍ରେଣୀରେ ୪୯ ଜଣ ଦିତୀୟ ଶ୍ରେଣୀରେ ୭୨ ଜଣ ତୃତୀୟ ଶ୍ରେଣୀରେ ୭୯ ଜଣ ସମୁଦାୟ ୨୦୦ ଜଣ ପାସ ହୋଇ ପାସହାର ୯୩.୮୯ ପ୍ରତିଶତ ରହିଅଛି । ଜୀବନଜ୍ୟୋତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ କଳା ପରୀକ୍ଷାରେ ୩୦୫ ଜଣ ପରୀକ୍ଷା ଦେଇଥିଲେ ସେଥିମଧ୍ୟରୁ ପ୍ରଥମ ଶ୍ରେଣୀରେ ୨୦ ଜଣ, ଦିତୀୟ ଶ୍ରେଣୀରେ ୩୯ ଜଣ , ତୃତୀୟ ଶ୍ରେଣୀରେ ୧୮୨ ଜଣ ପାସ ହୋଇ ପାସହାର ୭୯.୦୧ ପ୍ରତିଶତ ରହିଅଛି । କଳାରେ କାନ୍ତି ପ୍ରଧାନ ୪୭୧ ମାର୍କ ରଖି ୭୮.୫୦ ପ୍ରତିଶତ ସହ ବିଦ୍ୟାଳୟରେ ଟପର ହୋଇଛନ୍ତି । ସେହିପରି ଉକ୍ତ ବିଦ୍ୟାଳୟରେ ବିଜ୍ଞାନ ପରୀକ୍ଷାରେ ମୋଟ ୫୧ ଜଣ ପରୀକ୍ଷା ଦେଇଥିଲେ ସେଥିମଧ୍ୟରୁ ପ୍ରଥମ ଶ୍ରେଣୀରେ ୨ ଜଣ, ଦିତୀୟ ଶ୍ରେଣୀରେ ୧୪ ଜଣ, ତୃତୀୟ ଶ୍ରେଣୀରେ ୩୦ ଜଣ ପାସ ହୋଇ ବିଜ୍ଞାନରେ ବିଦ୍ୟାଳୟର ପାସହାର ୮୮.୨୩ ପ୍ରତିଶତ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?