Posted inଜାତୀୟ

ଓବିସି ସଂରକ୍ଷଣ ପରେ ହେବ ପୌର ପରିଷଦ ନିର୍ବାଚନ, ଆବଶ୍ୟକ ପଡ଼ିଲେ ସୁପ୍ରିମ୍‌କୋର୍ଟ ଯିବୁ : ଯୋଗୀ ଆଦିତ୍ୟନାଥ…

ଲକ୍ଷ୍ନୌ,୨୭।୧୨ : ପୌର ପରିଷଦ ନିର୍ବାଚନରେ ଓବିସି ସଂରକ୍ଷଣକୁ ରଦ୍ଦ କରିବା ପାଇଁ ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚର ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବିବୃତ୍ତି ଦେଇଛନ୍ତି। ପଛୁଆବର୍ଗଙ୍କ ଅଧିକାର ପାଇବାକୁ ସରକାର ସୁପ୍ରିମକୋର୍ଟ ଯିବେ ବୋଲି ସେ କହିଛନ୍ତି। ଏଥିସହ ବିରୋଧୀ ଏସପି ଭାଜପାକୁ କୋର୍ଟରେ ଦୁର୍ବଳ ଲବି କରୁଥିବା ଅଭିଯୋଗ କରିଛି।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ ରାଜ୍ୟ ସରକାର ସହରାଞ୍ଚଳ ପୌର ପରିଷଦ ନିର୍ବାଚନ ପାଇଁ ଏକ କମିଶନ ଗଠନ କରିବେ ଏବଂ ତ୍ରିଗୁଣ ପରୀକ୍ଷା (ଟ୍ରିପୁଲ ଟେଷ୍ଟ) ଆଧାରରେ ଅନ୍ୟ ପଛୁଆ ବର୍ଗର ନାଗରିକମାନଙ୍କୁ ସଂରକ୍ଷଣ ସୁବିଧା ଯୋଗାଇଦେବେ। ଏହା ପରେ ନିର୍ବାଚନ ଅନୁଷ୍ଠିତ ହେବ। ଯଦି ଆବଶ୍ୟକ ହୁଏ ତେବେ ହାଇକୋର୍ଟଙ୍କ ନିଷ୍ପତ୍ତି ସମ୍ପର୍କରେ ସମସ୍ତ ଆଇନଗତ ଦିଗ ଉପରେ ବିଚାର କରିବା ପରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ମଧ୍ୟ ଆବେଦନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri