ବିଧାୟକ ଧରିଛନ୍ତି ପ୍ରଚାରମଙ୍ଗ

ଉମରକୋଟ,୨୧ା୩(ସ୍ବ.ପ୍ର.): ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି ଏହାକୁ ନେଇ ଉମରକୋଟ ସହରରେ ପ୍ରଚାର ସରଗରମ ହେଉଛି। ଭୋଟ ହାତେଇବାକୁ ସବୁଦଳ ଉଦ୍ୟମ ଚଳାଇଛନ୍ତି। ଭାଜପା ମଧ୍ୟ ସ୍ବତନ୍ତ୍ର ରଣନୀତି ନେଇ ପ୍ରଚାରକୁ ଓହ୍ଲାଇଛି। ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ପ୍ରଚାର ମଙ୍ଗ ଧରିଛନ୍ତି। ଘରକୁ ଘର ଯାଇ ସେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରୁଛନ୍ତି। ବିଧାୟକ ୧୦ ନମ୍ବର ୱାର୍ଡରେ ପ୍ରଚାର କରିଥିଲେ। ଏହି ସମୟରେ ଅଧ୍ୟକ୍ଷା ପାର୍ଥିନୀ ରିଙ୍କି ଗଣ୍ଡ, କାଉସିଲର ପ୍ରାର୍ଥୀ କନକଲତା ନାୟକ ମଧ୍ୟ ଉପସ୍ଥିତ ରହି ଭୋଟ ମାଗିଥିଲେ।

କେନ୍ଦ୍ର ସରକାରଙ୍କ ଉଜ୍ଜ୍ୱଳା ଯୋଜନା, ଭାରତମାଳା ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଗୃହ ଯୋଜନା, କରୋନା ସମୟରେ ମାଗଣା ଚାଉଳ ବଣ୍ଟନ ସମେତ ବିଭିନ୍ନ ଯୋଜନା ବିଷୟରେ ଭୋଟରଙ୍କୁ ବୁଝାଇ ମନ ଜିଣିବାକୁ ଉଦ୍ୟମ କରୁଛନ୍ତି। ପ୍ରଚାରବେଳେ ରମେଶ ସାହୁ, ସୁରେଶ ଆଚାର୍ଯ୍ୟ, ପ୍ରମୋଦ ନାୟକ, ଆଶିଷ ରାଓ, ଭାଲୁ ସାହୁ, ପ୍ରଦୀପ ମିଶ୍ର, ଲୋକନାଥ ମହାପାତ୍ର, ସୀତାରାମ ପାଣ୍ଡେ, ପିଣ୍ଟୁ ମାଦଳାଙ୍କ ସମେତ ମହିଳା ସମର୍ଥକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri