ପୌର ନିର୍ବାଚନ :୧୦ରେ ସର୍ବଦଳୀୟ ବୈଠକ

ଭୁବନେଶ୍ବର,୭।୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନ ଫେବୃୟାରୀ ୧୦ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି। ଗୀତଗୋବିନ୍ଦ ସଦନରେ ପୂର୍ବାହ୍ନ ସାଢେ ୧୧ଟା ବେଳେ ଏହି ବୈଠକ ଅନୁଷ୍ଠିତ ହେବ। ଅବାଧ ଏବଂ ନିରପେକ୍ଷ ପୌର ନିର୍ବାଚନ ଲାଗି ସବୁ ରାଜନୈତିକ ଦଳମାନଙ୍କ ସହ ଆଲୋଚନା ହେବ ।

ଏପଟେ ପଞ୍ଚାୟତ ନିର୍ବାଚନ ପ୍ରଚାର କଟକଣାକୁ କୋହଳ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ୩ଶହ ଲୋକଙ୍କୁ ନେଇ ରାଜନୈତିକ ସଭା କରାଯାଇ ପାରିବ। କିନ୍ତୁ ପୂର୍ବପରି ରାଲି, ପଦଯାତ୍ରା ଓ ବାଇକ ରାଲି ଉପରେ କଟକଣା ବଳବତ୍ତର ରହିବ ବୋଲି ରାଜ୍ୟ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ତେବେ ପ୍ରଚାର ସମୟରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ଭଳି କୋଭିଡ ନିୟମକୁ ପାଳନ କରିବାକୁ ପୂର୍ବଭଳି କଟକଣା ଜାରି ରହିବ। ଆଜି ଜିଲାପାଳମାନଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri