Posted inଜାତୀୟ

ପଞ୍ଜାବରେ ମ୍ୟୁନିସିପାଲିଟି ନିର୍ବାଚନ: କଂଗ୍ରେସ ଆଗରେ, ଭାଜପା ସବୁଠୁ ପଛରେ

ଚଣ୍ଡିଗଡ,୧୭।୨: ପଞ୍ଜାବ ମ୍ୟୁନିସିପାଲିଟି ନିର୍ବାଚନ ମତଗଣନା ଆରମ୍ଭ ହୋଇଛି। ପଞ୍ଜାବରେ ଏପର୍ଯ୍ୟନ୍ତ ସାମ୍ନାକୁ ଆସିଥିବା ନିର୍ବାଚନ ଫଳାଫଳରେ କଂଗ୍ରେସ ଏକ ନମ୍ବରରେ, ଅକାଳି ଦଳ ଦ୍ୱିତୀୟ ସ୍ଥାନରେ, ଆମ ଆଦମୀ ପାର୍ଟି ତୃତୀୟ ସ୍ଥାନରେ ଏବଂ ଭାଜପା ଚତୁର୍ଥ ସ୍ଥାନରେ ରହିଛି। ୨୩୦୨ ୱାର୍ଡ ପାଇଁ ମୋଟ ୯,୨୨୨ ପ୍ରାର୍ଥୀ ମୈଦାନରେ ଅଛନ୍ତି। ପ୍ରଥମଥର ପାଇଁ ୨୮୩୨ ସ୍ବାଧୀନ ବ୍ୟକ୍ତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ ୨୦୩୭ଟି ଶାସକ କଂଗ୍ରେସ ଏବଂ ୧୫୬୯ ଜଣ ଅକାଳୀ ଦଳରୁ ଆସିଛନ୍ତି। ଭାଜପା ଟିକେଟରେ ୧୦୦୩ ପ୍ରାର୍ଥୀ, ଏଏପି ତରଫରୁ ୧୬୦୬ ଏବଂ ବିଏସପିର ୧୬୦ ଜଣ ପ୍ରାର୍ଥୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ଡିଜିଟାଇଜ ହେବ, ହାଇଡ୍ରୋଜେନ ମିଶନ ପାଇଁ ସରକାର ୧୯୭୦୦ କୋଟି ଟଙ୍କା ଆବଣ୍ଟନ, ଯୁବବର୍ଗଙ୍କ ପାଇଁ ୩୦ ସ୍କିଲ ଇଣ୍ଡିଆ ସେଣ୍ଟର…

ନୂଆଦିଲ୍ଲୀ,୧।୨ : ୨୦୨୩ ବଜେଟରେ ଆର୍ଥିକ କ୍ଷେତ୍ର ପାଇଁ ବଡ ଘୋଷଣା କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି କେ ଓ୍ବାଇସି ପ୍ରକ୍ରିୟା  ସହଜ ହେବ...

ନୂଆବର୍ଷର ପହିଲି ଦିନରେ ରୋଷେଇ ଘରେ ମହଙ୍ଗା ମାଡ଼: ବଢ଼ିଲା ରନ୍ଧନ ଗ୍ୟାସ୍‌ ଦାମ୍‌

ନୂଆଦିଲ୍ଲୀ,୧।୧: ନୂଆବର୍ଷର ପହିଲି ଦିନରେ ରୋଷେଇ ଘରେ ମହଙ୍ଗା ମାଡ଼ ହୋଇଛି। ବୁଧବାରଠାରୁ ରନ୍ଧନ ଗ୍ୟାସ୍‌ ଦାମ୍‌ ୧୯ ଟଙ୍କା ବଢ଼ିଛି। ଫଳରେ ଦିଲ୍ଲୀରେ ଅଣ-ସବସିଡ୍‌...

ମୋ ଅଧିକାର ସହିତ ଖେଳିବାକୁ ପ୍ରୟାସ କର ନାହିଁ: ସିଜେଆଇ…

ନୂଆଦିଲ୍ଲୀ,୧୧।୪ : ମଙ୍ଗଳବାର  ସୁପ୍ରିମକୋର୍ଟରେ ଏପରି କିଛି ଘଟିଛି ଯାହାକୁ ନେଇ ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ.ଚନ୍ଦ୍ରଚୂଡ  ରାଗି ଯାଇଥିଲେ। ନ୍ୟାୟିକ ପ୍ରକ୍ରିୟା ସହିତ ଖେଳିବାକୁ...

ପଞ୍ଚାୟତ ନିର୍ବାଚନ ପୂର୍ବରୁ ୩ ସରପଞ୍ଚ ସ୍ବାମୀଙ୍କୁ ହତ୍ୟା

ପାଟନା,୨୧।୮: ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିହାରରେ ରାଜନୈତିକ ହିସାଂକାଣ୍ଡ ଆରମ୍ଭ ହୋଇଯାଇଛି। ଶନିବାର ୩ଟି ଅଲଗା ଘଟଣାରେ ୩ ଜଣ ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା କରାଯାଇଛି।...

ବିହାରର ଏସ୍‌ଟିଇଟି ପରୀକ୍ଷାରେ ପାସ୍‌ ହେଲେ ଲୋକପ୍ରିୟ ଅଭିନେତ୍ରୀ ଅନୁପମା? ଭାଇରାଲ ହେଉଛି ରେଜଲ୍ଟ

ସୋସିଆଲ ମିଡିଆରେ ବିହାର ଏସ୍‌ଟିଇଟିର ଏକ ପରୀକ୍ଷାଫଳ ଭାଇରାଲ ହେଉଛି। ଏଥିରେ ଦକ୍ଷିଣ ଭାରତୀୟ ସିନେ ଅଭିନେତ୍ରୀ ଅନୁପମା ପରମେଶ୍ୱରନ ପରୀକ୍ଷା ପାସ କରିଥିବା ଦେଖିବାକୁ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

ପ୍ରତାପଗଡ,୧୦।୮: ଉତ୍ତରପ୍ରଦେଶର ପ୍ରତାପଗଡର ଲୀଲାପୁରରେ ସୋମବାର ଏକ ବଡ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଟ୍ୟାଙ୍କର ସହ ଅଟୋ ଧକ୍କା ହେବାରୁ ୮ ଜଣଙ୍କର ଘଟଣାସ୍ଥଳରେ...

ଚାଲର୍‌ସଙ୍କ ରାଜାଭିଷେକ ଆଜି

ବ୍ରିଟେନ/ନୂଆଦିଲ୍ଲୀ,୧୦ା୯: ବ୍ରିଟେନର ଦିବଙ୍ଗତ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରେ ତାଙ୍କ ବଡ଼ପୁଅ ପ୍ରିନ୍ସ ଚାଲ୍ସଙ୍କୁ ଦେଶର ନୂଆ ରାଜା ଘୋଷଣା କରାଯାଇଛି। ଏଥିସହ ସେ କିଙ୍ଗ୍‌...

ରାଜସ୍ଥାନରେ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକ, ପାଇଲଟ-ଗେହଲଟ ବିବାଦର ସମାଧାନ ପାଇଁ କରାଯାଉଛି ଚେଷ୍ଟା

ଜୟପୁର୬।୭: ଛତିଶଗଡରେ ଚାଲିଥିବା ଅସନ୍ତୋଷକୁ ଶାନ୍ତ କରିବା ପରେ କଂଗ୍ରେସ ହାଇକମାଣ୍ଡ ବର୍ତ୍ତମାନ ରାଜସ୍ଥାନ ଉପରେ ନଜର ରଖିଛନ୍ତି। ଯେଉଁଠାରେ ବହୁ ଦିନ ଧରି କଂଗ୍ରେସ...

Advertisement
Archives

Model This Week