ପୌର ନିର୍ବାଚନ: ଦୁଇ ଦିନରେ ୨୪ ପ୍ରାର୍ଥତ୍ପତ୍ର ଦାଖଲ

କୋରାପୁଟ,୬।୩(ସ୍ବ.ପ୍ର.): କୋରାପୁଟ ଜିଲାରେ ପୌରା ନିର୍ବାଚନ ପାଇଁ ଶୁକ୍ରବାର ଓ ଶନିବାର ୨୪ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଶୁକ୍ରବାର କଂଗ୍ରେସରୁ ୪, ଭାଜପାରୁ ଜଣେ ଓ ବିଏସ୍‌ପିରୁ ଜଣେ ଏପରି ମୋଟ ୬ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଶନିବାର କଂଗ୍ରେସରୁ ୯ ଜଣ, ଭାଜପାରୁ ୬ ଜଣ ଓ ୩ ଜଣ ସ୍ବାଧୀନ ପ୍ରାର୍ଥୀ ଏପରି ମୋଟ ୧୮ଜଣ ସେମାନଙ୍କ ପ୍ରାର୍ଥିପତ୍ର ଉପଜିଲାପାଳ ଲଳିତ କୁମାର କହଁରଙ୍କ ନିକଟରେ ଦାଖଲ କରିଛନ୍ତି। କଂଗ୍ରେସ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ ସମୟରେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ଜିଲା ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ସମେତ ବହୁ ନେତା ଉପସ୍ଥିତ ଥିଲେ ା ସେହିପରି ଭାଜପା ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ ସମୟରେ ବହୁ ଦଳୀୟ ନେତା ଉପସ୍ଥିତ ଥିଲେ ା ବର୍ତ୍ତମାନ ସୁଦ୍ଧା ମ୍ୟୁନିସିପାଲିଟିର ଅଧ୍ୟକ୍ଷ ଆସନ ପାଇଁ କେହି ହେଲେ ପ୍ରାର୍ଥତ୍ପତ୍ର ଦାଖଲ କରିନାହାନ୍ତି। ଆସନ୍ତା ୭ ନାମାଙ୍କନ ଦାଖଲର ଶେଷ ଦିବସ। ଏହି ଦିନ ବିଜେଡି ପକ୍ଷରୁ ଅଧ୍ୟକ୍ଷ ସମେତ ସମସ୍ତ ୨୧ ୱାର୍ଡ ପାଇଁ କାଉନସିଲର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଦଳ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

କୋର୍ଟରେ ମାମଲା ଡାଏରୀ ଦାଖଲ ପାଇଁ ଲାଞ୍ଚ ନେଉଥିଲେ ଆଇଆଇସି, ଗିରଫ କଲା ଭିଜିଲାନ୍ସ

ଜୟପୁର,୧୮ା୧୨(ପବନ ପାଣିଗ୍ରାହୀ ): କୋରାପୁଟ ଦଶମନ୍ତପୁର ଆଇଆଇସି ସୁକମା ହାଁସଦାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି। ଯେତେବେଳେ ସେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କଠାରୁ ୨୦ ହଜାର ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri