ଭିଜିଲାନ୍ସ ଜାଲରେ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ

ଖୋର୍ଦ୍ଧା,୨୫।୩: ଭିଜିଲାନ୍ସ ଜାଲରେ ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ ଟିମ୍‌ ମଙ୍ଗଳବାର ଭୋରରୁ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ ହୋଇଛି।

କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣିଙ୍କ କାର୍ଯ୍ୟାଳୟ ସମେତ ତାଙ୍କର ଗଞ୍ଜାମ ସୋର ସ୍ଥିତ ବାସଭବନ, ଅଫିସ କାର୍ଯ୍ୟାଳୟରେ ବର୍ତ୍ତମାନ ଚଢ଼ାଉ ଜାରି ରହିଛି।

ଅଫିସ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍‌ ଫାଇଲ ପତ୍ର ଯାଞ୍ଚ କରୁଛି। ଅନ୍ୟପକ୍ଷେ ସୋର ତାଙ୍କର ୩ଟି ଘର ରହିଥିବା ଜଣାପଡିଛି। ଯାହାକୁ ସେ ଭଡ଼ା ସୂତ୍ରରେ ଦେଇଥିବାର ସୂଚନା ମିଳଛି। ଏପରିକି ତାଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଭିଜିଲାନ୍ସ ଟିମ୍‌ ଚଢାଉ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri