ମୁନିଗାଡ଼ି, ଗହଙ୍ଗୁ ଗ୍ରାମ କଣ୍ଟେନମେଣ୍ଟ ଜୋନ୍

ଆସିକା,୨୪ା୮(ଡି.ଏନ୍‌.ଏ.)-କରୋନା ଆକ୍ରାନ୍ତ ଚିହ୍ନଟ ପରେ ଆସିକା ବ୍ଲକ ମୁନିଗାଡ଼ି ପଞ୍ଚାୟତର ମୁନିଗାଡ଼ି ଓ ଗହଙ୍ଗୁ ପଞ୍ଚାୟତର ଗହଙ୍ଗୁ ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରାଯାଇଛି। ସେହିପରି ମୁନିଗାଡି ପଞ୍ଚାୟତର ସିଙ୍ଗିପୁର ଓ ବନ୍ଥପଲ୍ଲୀ ଏବଂ ଗହଙ୍ଗୁ ପଞ୍ଚାୟତର ଫାପଲପୁର ଓ ଦାନଚନ୍ଦନପେଢି ଗ୍ରାମକୁ ବଫର ଜୋନ୍‌ ଭାବେ ଘୋଷଣା କରାଯାଇଛି ା ରବିବାର ରାତିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ସୋମବାର ବ୍ଲକ ପ୍ରଶାସନ ପକ୍ଷରୁ ସଂପୃକ୍ତ ଗ୍ରାମାଞ୍ଚଳରେ ଏହାକୁ କାର୍ଯ୍ୟକାରୀ କରାଯାଇଥିବା ବିଡିଓ ରୋଶନ ଶତପଥୀ ସୂଚନା ଦେଇଛନ୍ତି ା ଆସିକା ଅତିରିକ୍ତ ତହସିଲଦାର ଆଶୁତୋଷ ଗୌରବକରଙ୍କୁ କଣ୍ଟେନମେଣ୍ଟ ଓ ବଫରଜୋନ ଦାୟିତ୍ୱ ସହ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଭାବେ ଅବସ୍ଥାପିତ କରାଯାଇଛି ା ଗତ କିଛିଦିନ ମଧ୍ୟରେ ମୁନିଗାଡି ଗ୍ରାମରେ ୪ ଓ ଗହଙ୍ଗୁ ଗ୍ରାମରେ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଅଧିକ ସଂକ୍ରମଣ ରୋକିବାକୁ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri