ମୁନିଗୁଡ଼ା ବ୍ଲକ ଅମ୍ଲାଭଟ୍ଟା ପଞ୍ଚାୟତ ୩ ଦିନ ଶଟ୍‌ଡାଉନ: ଜିଲାର ଏହି ବ୍ଲକକୁ ଛୁଇଁ ପାରିନି କରୋନା

ମୁନିଗୁଡ଼ା,୫।୮(ଡି.ଏନ୍‌.ଏ.): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ଲକ୍‌ଡାଉନ ଓ ଶଟ୍‌ଡାଉନ ଲାଗୁ ହେଉଛି। ଯାହାଫଳରେ ସଂକ୍ରମଣକୁ ରୋକାଯାଇ ପାରିବ। ତେବେ ରାୟଗଡା ଜିଲରେ ଗତ କିଛି ଦିନ ହେଲା କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଛି । ଏହାକୁ ଦୃଷ୍ଟିରେ ରଖି ମୁନିଗଡ଼ା ବ୍ଲକ ଅମ୍ଲାଭଟ୍ଟା ପଞ୍ଚାୟତକୁ ସରପଞ୍ଚ ତିରୁପତି ମିର୍ଧା ୩ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଜିଲାର ଚନ୍ଦ୍ରପୁର ବ୍ଲକ ବ୍ୟତୀତ ଅନ୍ୟ ୧୦ଟି ବ୍ଲକ୍‌ରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ।
ସେହିଭଳି ମୁନିଗୁଡା ବ୍ଲକରେ ଏପର୍ଯ୍ୟନ୍ତ ୫୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ କେବଳ ଅମ୍ଲାଭଟ୍ଟା ପଞ୍ଚାୟତରେ ୧୨ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜଣେ ୭୪ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଶଟ୍‌ଡାଉନ୍‌ ସମୟରେ ଜରୁରୀ ସେବା ଜାରି ରହିବ । ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷା ପ୍ରସଙ୍ଗ ଉଠାଇଲା ପୋଲିସ ମହାସଂଘ

ଭଦ୍ରକ ଅଫିସ, ୧୪ା୪- କରୋନା ଲାଗି ସମଗ୍ର ଦେଶରେ ଏବେ ଲକ୍‌ ଡାଉନ ଜାରି ରହିଛି। ଲକ୍‌ ଡାଉନ କଟକଣାକୁ କଡ଼ାକଡ଼ି ବଳବତ୍ତର ରଖିବାକୁ ପୋଲିସ...

ଚୋରା ଶାଳ ଗଣ୍ଡି ସହ ଶଗଡ଼ ଜବତ, ୨ ଗିରଫ

ପରଜଙ୍ଗ,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧିନ ଜାତୀୟ ରାଜପଥଠାରୁ କୁଲେଇ ଯାଇଥିବା ରାସ୍ତାର କୁଲେଇ ଗ୍ରାମ ନିକଟ ଆମ୍ବ ତୋଟା...

ସିବିଆଇ ତଦନ୍ତ ଦାବିକଲା କଂଗ୍ରେସ :ସୁରଟରେ ସତ୍ୟଙ୍କ ମୃତ୍ୟୁ ଘଟଣା

ଭଞ୍ଜନଗର, ୧୯ା୫(ଡି.ଏନ୍‌.ଏ.)-ଭଞ୍ଜନଗର ଥାନା ବାରୁଡ଼ାର ସତ୍ୟବାନ ସ୍ବାଇଁଙ୍କୁ ସୁରାଟ ପୋଲିସ ଗତ ଗୁରୁବାର ପିଟି ପିଟି ମାରି ଦେବା ଘଟଣାକୁ ୫ଦିନ ବିତିଥିଲେ ମଧ୍ୟ ଦୋଷୀଙ୍କ...

ଆଖଣ୍ଡଳମଣିଙ୍କ ପାଇଁ ଆସିଲା ଲଗ୍ନ ଚିଟାଉ

ଆରଡ଼ି, ୧୯।୫ (ଡି.ଏନ.ଏ.) – ଭଦ୍ରକ ଜିଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠ ଶନିବାର ଉତ୍ସବମୁଖର ରହିଥିଲା। ଆସନ୍ତା ଜୁନ୍‌ ୭ ତାରିଖରେ ଦେବଦେବ ମହାଦେବଙ୍କ...

ପ୍ରହସନ ପାଲଟିଛି ଲକ୍‌ ଡାଉନ୍‌ କଟକଣା: ବ୍ୟାଙ୍କରେ ରହୁନି ସାମାଜିକ ଦୂରତ୍ୱ, ଲାଗୁଛି ଖାତାଧାରୀଙ୍କ ଭିଡ

କେନ୍ଦୁଝର,୧୫।୪(ସ୍ବ.ପ୍ର.): କରୋନା ମୁକାବିଲା ନିମନ୍ତେ ରାଜ୍ୟରେ ସମ୍ପ୍ରତ୍ତି ଲକ୍‌ ଡାଉନ ସ୍ଥିତି ଜାରି ରହିଛି। ତେବେ ଏହି ସମୟରେ କେବଳ ଅତ୍ୟାବଶ୍ୟକୀୟ ସେବାଗୁଡ଼ିକ ଜାରି ରହିଛି।...

ଚିଲିକା ବିଧାୟକଙ୍କୁ ମିଳିଲା ଅନ୍ତରୀଣ ଜାମିନ

କଟକ ଅଫିସ,୨୨।୪: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମିଳିଲା ଜାମିନ୍‌। ହାଇକୋର୍ଟଙ୍କ ପକ୍ଷରୁ ଶୁକ୍ରବାର ୭ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ ମଞ୍ଜୁର କରାଯାଇଛି। ଉନ୍ନତ...

ଗୀତା ମେହେଟ୍ଟାଙ୍କ ପରାମର୍ଶରେ ଚାଲିଛି କରୋନା ମୁକାବିଲା: ବିକ୍ରମ ଆରୁଖ

ଭଞ୍ଜନଗର,୧୯।୧୨(ଡି.ଏନ.ଏ.): କରୋନାର ସଫଳ ମୁକାବିଲା କରିବାରେ ରାଜ୍ୟ ସରକାର ସଫଳ ହୋଇଛନ୍ତି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମୁଛି। ଆଗାମୀ ଦିନରେ ଓଡ଼ିଶା କରୋନା...

ଶିଶୁ ଦିବସରେ ପିଲାଙ୍କୁ ଚକୋଲେଟ୍‌ ଦେଇ ଅଡୁଆରେ ପ୍ରଧାନ ଶିକ୍ଷକ

ଆରଡି,୧୯।୧୧,(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତସ୍ଥିତ ତଳଦୁମୁକା ପ୍ରୋଜେକ୍ଟ ପ୍ରାଇମେରୀ ସ୍କୁଲରେ ଗତ ଗୁରୁବାର ଶିଶୁ ଦିବସ ପାଳିତ ହୋଇଥିଲା। ସେହିଦିନ ବିଦ୍ୟାଳୟରେ...

Advertisement
Archives

Model This Week