ଆମେରିକାରେ ହଟହଟା ହେଲେ ମୁନୀର: ଏମିତି କରିବାକୁ ପଡ଼ିଲା ସାମ୍ନା, କେବେ ଭୁଲିପାରିବେନି

ଓ୍ବାଶିଂଟନ,୧୮ା୬:ପାକିସ୍ତାନ ସେନାମୁଖ୍ୟ ଜେନେରାଲ ସୟେଦ ଅସିମ୍‌ ମୁନୀର ଆମେରିକା ଗସ୍ତରେ ଯାଇଥିବାବେଳେ ଓ୍ବାଶିଂଟନରେ ହଟହଟାର ସମ୍ମୁଖୀନ ହୋଇଛନ୍ତି। ସେ ରହୁଥିବା ହୋଟେଲ ନିକଟରେ ପାକିସ୍ତାନୀ ନାଗରିକ ଓ ମୂଳବାସିନ୍ଦାମାନେ ଏକାଠି ହୋଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପାକିସ୍ତାନରେ ମୁକ୍ତ ଗଣତନ୍ତ୍ର ପୁନଃସ୍ଥାପନା ପାଇଁ ସେମାନେ ଆହ୍ବାନ ଦେଇଥିଲେ। ଲୋକେ ‘ଅସିମ ମୁନୀର ଭୀରୁ, ପାକିସ୍ତାନୀଙ୍କ ଗଣହତ୍ୟାକାରୀ’ କହିବା ସହ ଏକଚ୍ଛତ୍ରବାଦୀ ତୁମକୁ ନେଇ ଆମେ ଲଜ୍ଜିତ ବୋଲି କହିଥିଲେ। ଅଟକାଇବାକୁ ଚାହୁଁଥିବା ଅଧିକାରୀମାନଙ୍କ ସହ ବିକ୍ଷୋଭକାରୀଙ୍କର ଯୁକ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri