ଭାରତକୁ ଧମକ ଦେଲେ ମୁନିର: ଆମେ କେବେ ନଇଁବୁ ନାହିଁ, ଦରକାର ପଡ଼ିଲେ…

ଇସଲାମାବାଦ୍‌,୩୧।୫: ସିନ୍ଦୂର ଅପରେଶନ ପରେ ମଧ୍ୟ ପାକିସ୍ତାନ ନିଜର ପଥ ବଦଳାଇବାକୁ ପ୍ରସ୍ତୁତ ନୁହେଁ। ପାକିସ୍ତାନ ସେନା ମୁଖ୍ୟ ଅସୀମ ମୁନିର ଭାରତକୁ ଅନେକ ଥର ଧମକ ଦେଇଛନ୍ତି। ଏବେ ସେ ସିନ୍ଧୁ ଜଳ ଚୁକ୍ତିନାମା ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇଛନ୍ତି। ମୁନିର କହିଛନ୍ତି, ପାକିସ୍ତାନ ଜଳ ପ୍ରସଙ୍ଗରେ କୌଣସି ପ୍ରକାରେ ସାଲିସ କରିବ ନାହିଁ। ପାକିସ୍ତାନ ଭାରତର ୬ଟି ବିମାନକୁ ଖସାଇ ଦେ୍‌ଇଥିଲା। ପାକିସ୍ତାନ କେବେ ବି ଭାରତର ଧମକ ଗ୍ରହଣ କରିବ ନାହିଁ।

ମୁନିର ସବୁଦିନ ପରି, ଭାରତ ଉପରେ ଆତଙ୍କବାଦ ପ୍ରସାର କରିବାର ମିଥ୍ୟା ଅଭିଯୋଗ ଆଣିଥିଲା। ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନ ସହିତ ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିଛି। ଏହା ପରେ ପାକିସ୍ତାନର ଅସ୍ଥିରତା ଆହୁରି ବୃଦ୍ଧି ପାଇଛି। ଯଦି ଭାରତ ପାଣି ବନ୍ଦ କରେ, ତେବେ ପାକିସ୍ତାନକୁ ଏକ ଭୟଙ୍କର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଏହାର ଅଧିକାଂଶ ଅଂଶରେ ପାଣି ସମସ୍ୟା ରହିଛି। ଗ୍ରୀଷ୍ମ ଋତୁରେ ପାକିସ୍ତାନ ଜଳ ସଙ୍କଟର ସମ୍ମୁଖୀନ ହେଉଛି।

ମୁନିର ଭାରତ ବିଷୟରେ ଆଉ ଏକ ବଡ଼ ମିଛ କରିଛନ୍ତି। ସେ କହିଛନ୍ତି, ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସମୟରେ ପାକିସ୍ତାନ ୩ଟି ରାଫେଲ ସମେତ ୬ଟି ଭାରତୀୟ ଲଢ଼ୁଆ ବିମାନ ଏବଂ ଡଜନେ ଡଜନେ ଡ୍ରୋନକୁ ଖସାଇ ଦେଇଥିଲା। ପାକିସ୍ତାନ କଶ୍ମୀର ବିବାଦରେ କେବେବି ସାଲିସ କରିବ ନାହିଁ। ଭାରତକୁ ବୁଝିବାକୁ ପଡିବ ଯେ, ପାକିସ୍ତାନ କଶ୍ମୀରକୁ ଭୁଲିବ ନାହିଁ କିମ୍ବା ଛାଡିବ ନାହିଁ। ଦରକାର ପଡ଼ିଲେ ସବୁ ପରିସ୍ଥିତି ସହ ମୁକାବିଲା କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri