Posted inଖେଳ

ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର୍‌ ହେଲେ ମୁରଲିଥରନ୍‌…

ନୂଆଦିଲ୍ଲୀ,୨୨।୬: ଟିମ୍‌ ଶ୍ରୀଲଙ୍କାର ପୂର୍ବତନ ସ୍ପିନର ମୁଥିଆ ମୁରଲିଥରନ୍‌ଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ୫୦ ଜଣିଆ ବିଚାରକ ମଣ୍ଡଳୀଙ୍କ ଦ୍ୱାରା ହୋଇଥିବା ଚୟନ ପ୍ରକ୍ରିୟାରେ ଅଷ୍ଟ୍ରେଲିଆର ବୋଲର ଶେନ୍‌ ଓ୍ବାର୍ନ, ଡେଲ୍‌ ଷ୍ଟେନ୍‌ ଏବଂ ଗ୍ଲେନ୍‌ ମ୍ୟାକ୍‌ଗ୍ରାଥ୍‌ଙ୍କୁ ପଛରେ ପକାଇ ମୁରଳିଥରନ୍‌ ଏହି ସମ୍ମାନ ହାସଲ କରିଛନ୍ତି। ୧୩୩ ଷ୍ଟେଟ୍‌ ମ୍ୟାଚ୍‌ରେ ମୁରଲିଥରନ୍‌ ୮୦୦ ଓ୍ବିକେଟ ନେଇଛନ୍ତି। ଏହା ପୂର୍ବରୁ ଷ୍ଟାର ସ୍ପୋଟର୍ସ ପକ୍ଷରୁ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର ସଚିତ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ଭାବେ ଚୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ କ୍ରିକେଟରଙ୍କ କୁସ୍ତି ଡ୍ରିଲ

ମେଲବୋର୍ନ, ୨୫।୧୨(ପି.ଟି.)- ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟର ବିପର୍ଯ୍ୟୟ ପରେ ଦ୍ୱିତୀୟ ଟେଷ୍ଟ ପାଇଁ ଟିମ୍‌ ଇଣ୍ଡିଆର ପ୍ରସ୍ତୁତି ଜୋରଦାର ହୋଇଛି। ଗୁରୁବାର ଖେଳାଳିମାନେ କୁସ୍ତି...

ଏମିତି ଉପହାର ଦେଲେ ରାହାନେ, ଯାହାକୁ ସାରା ଜୀବନ ଭୁଲିପାରିବେନି ସିରାଜ୍‌

ମେଲବୋର୍ନ,୨୯।୧୨: ଆୟୋଜକ ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ’ ଟେଷ୍ଟରୁ ସ୍ମରଣୀୟ ଡେବ୍ୟୁ କରିଥିବା ମହମ୍ମଦ ସିରାଜଙ୍କୁ ଚତୁର୍ଥ ଦିନରେ ଅଧିତ୍ନାୟକ ଅଜିଙ୍କେ ରାହାନେ ଉପହାର ଦେଇଥିଲେ,...

ଫେଡରରଙ୍କୁ ହରାଇଲେ ତିସିତ୍‌ସିପାସ୍‌

ଲଣ୍ଡନ୧୭ା୧୧ (ଏଏଫ୍‌ପି)-ଏଟିପି ଫାଇନାଲ୍ସରେ ପ୍ରଥମ ପଦାର୍ପଣରେ ଗ୍ରୀସ୍‌ର ଷ୍ଟିଫାନୋସ ତିସିତ୍‌ସିପାସ୍‌ ବଡ଼ ସଫଳତା ହାସଲ କରିଛନ୍ତି। ଶନିବାର ସେ ୬ଥର ଚାମ୍ପିୟନ ରୋଜର ଫେଡରରଙ୍କୁ ୬-୩,...

ସିରିଜ ଜିତିବା ପରେ ଅଷ୍ଟ୍ରେଲିୟ ସ୍ପିନର୍‌ଙ୍କୁ ଉପହାର ଦେଇ ଉଦାହରଣ ସୃଷ୍ଟି କଲା ଟିମ୍‌ ଇଣ୍ଡିଆ

ଗାବା,୧୯।୧: ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ତଥା ନିର୍ଣ୍ଣାୟକ ମ୍ୟାଚ୍‌ରେ ଐତିହାସିକ ବିଜୟ ହାସଲ କରିଛି ଭାରତ। ସିରିଜ ଜିତିବା ପରେ ଭାରତୀୟ ଟିମ୍‌ ଅଷ୍ଟ୍ରେଲିୟ ଅଫ୍‌...

ପୂର୍ବାଞ୍ଚଳ ରୋଲ୍‌ବଲ୍‌ ପାଇଁ ଓଡ଼ିଶା ଦଳ ମନୋନୀତ

ଭୁବନେଶ୍ୱର, ୨ା୧୧(କ୍ରୀଡ଼ା ପ୍ରତିନିଧି): ପୂର୍ବାଞ୍ଚଳ ଜାତୀୟ ରୋଲବଲ୍‌ ଚାମ୍ପିୟନଶିପ୍‌ (୧୪ ବର୍ଷରୁ କମ୍‌)ର ଦ୍ୱିତୀୟ ସଂସ୍କରଣ ଆସାମର ଗୁଆହାଟୀଠାରେ ଚଳିତ ମାସ ୪ରୁ ୬ ପର୍ଯ୍ୟନ୍ତ...

ଡୋପିଂ ମାମଲା: ‘ଓପନ’ ହିଅରିଂ ଦାବି କଲେ ସନ୍‌

ବେଜିଂ, ୨୧ା୭ (ଏଏଫ୍‌ପି)-ସୁଇମିଂ ସୁପରଷ୍ଟାର ସନ୍‌ ୟାଙ୍ଗ୍‌ ତାଙ୍କ ଡୋପିଂ ମାମଲାର ଶୁଣାଣି ସର୍ବସାଧାରଣରେ କରିବା ଲାଗି ନିବେଦନ କରିଛନ୍ତି। ସନ୍‌ ଏକମାତ୍ର ସନ୍ତରଣକାରୀ ଭାବେ...

ବିସିସିଆଇ ଏଥିକ୍ସ ଅଫିସରଙ୍କ କାର୍ଯ୍ୟକାଳ ବୃଦ୍ଧି

ନୂଆଦିଲ୍ଲୀ, ୧୭ା୬ (ପି.ଟି.)- ବିସିସିଆଇର ଏଥିକ୍ସ ଅଫିସର ଓ ଅମ୍ବୁଡ୍ସମ୍ୟାନ ଭାବେ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଡି.କେ. ଜୈନଙ୍କ କାର୍ଯ୍ୟକାଳ ମିଆଦ ଏକ ବର୍ଷ ବୃଦ୍ଧି...

କ୍ୱାର୍ଟରରେ ଅମିତ ପଙ୍ଘାଲ

ବର୍ମିଂହାମ୍‌,୧ା୮: ଭାରତୀୟ ବକ୍ସର ଅମିତ ପଙ୍ଘାଲ ବିଜୟ ସହ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ତାଙ୍କର ଅଭିଯାନ ଆରମ୍ଭ କରିଛନ୍ତି। ସୋମବାର ସେ ପୁରୁଷ ଫ୍ଲାଇଓ୍ବେଟ୍‌ (୫୧କେଜି) କ୍ୱାର୍ଟର...

Advertisement
Archives

Model This Week