Posted inଜାତୀୟ

କୋର୍ଟରେ ବିଚାରପତିଙ୍କୁ ଚପଲ ଫୋପାଡ଼ିଲେ ହତ୍ୟା ଅଭିଯୁକ୍ତ

ଥାଣେ,୧୦।୧୧: ଏକ ହତ୍ୟା ମାମଲାର ଅଭିଯୁକ୍ତ ଶୁଣାଣି ବେଳେ ବିଚାରପତିଙ୍କୁ ଚପଲ ଫୋପାଡ଼ିଛନ୍ତି। ମହାରାଷ୍ଟ୍ରର ଥାଣେ ଜିଲାର କଲ୍ୟାନ କୋର୍ଟରେ ଘଟିଛି ଏଭଳି ଘଟଣା। ମାମଲାର ଶୁଣାଣି ପାଇଁ ଧାର୍ଯ୍ୟ ତାରିଖରେ କୋର୍ଟକୁ ଅଣା ନ ଯାଉ ଥିବାରୁ ଅଭିଯୁକ୍ତ ଉତ୍ତ୍ୟକ୍ତ ହୋଇ ଏଭଳି କାଣ୍ଡ ଘଟାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

କୋର୍ଟରେ ମା’ ଓ ସ୍ତ୍ରୀଙ୍କ ହତ୍ୟା ମାମଲାର ଶୁଣାଣି ଚାଲିଥିବା ବେଳେ ବିଚାରଧୀନ କଏଦୀ ରୋଶନ ଘୋରପଡେ ଗୋଡ଼ରୁ ସ୍ଲିପର କାଢ଼ି ବିଚାରପତିଙ୍କୁ ଫୋଫାଡ଼ିଥିଲେ। ବିଚାରପତି ତଳକୁ ନଇଁ ପଡ଼ିବାରୁ ସ୍ଲିପର ଲକ୍ଷ୍ୟସ୍ଥଳରେ ବାଜି ନ ଥିଲା। ତୁରନ୍ତ ପରେ କୋର୍ଟରେ ଉପସ୍ଥିତ ଥିବା ଗାର୍ଡମାନେ ଅଭିଯୁକ୍ତଙ୍କୁ କାବୁ କରି ନେଇଥିଲେ ବୋଲି ଜଣେ ଅଧିକାରୀ କହିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ ୩୫୩ (କାର୍ଯ୍ୟରତ ସକରାରୀ ଅଧିକାରୀଙ୍କୁ ତାଙ୍କ କାର୍ଯ୍ୟ ନିବୃତ କରିବା ପାଇଁ ନିର୍ଯାତନା) ଓ ୫୦୪ ଆଇପିସି ଦଫାରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri