ନାବାଳିକାକୁ ବଳାତ୍କାର ପରେ ହତ୍ୟା ଘଟଣା: ଜେଲ ଗଲେ ଅଭିଯୁକ୍ତ ଯୁବକ

ବ୍ରହ୍ମପୁର ଅଫିସ ,୨୬।୬: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜଣେ ନାବାଳିକାକୁ ଅପହରଣକରି ବଳତ୍କାର ଓ ପରେ ହତ୍ୟା ଘଟଣାରେ ପୋଲିସ ଶୁକ୍ରବାର ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ଜରଡ଼ା ଥାନା ଅନ୍ତର୍ଗତ ଖରିଆଗୁଡାର ଆଲୋକ ମହାରଣା(୨୦)। ଜାମିନ ନାମଞ୍ଜୁର ହେବା ପରେ ଆଲୋକଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଥାନାଧିକାରୀ ସନ୍ତୋସିନୀ ଓରାମ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଗତ ମାର୍ଚ୍ଚ ମାସରେ ଆଲୋକ ନାବାଳିକାଙ୍କୁ ଅପହରଣକରି ଏକ ଘର ଭଡାନେଇ ସେଠାରେ ତାଙ୍କୁରଖି ବଳତ୍କାର କରି ଆସୁଥିଲା । ଗତ ୨୦ ତାରିଖରେ ନାବାଳିକାଙ୍କ ମୃତଦେହ ପୋଲିସ ଉକ୍ତ ଘରୁ ଜବତ କରିଥିଲା। ନାବାଳିକାଙ୍କୁ ଅପହରଣ ପରେ ବଳପୂର୍ବକ ବଳତ୍କାର ଓ ଶେଷରେ ଝିଅକୁ ହତ୍ୟା କରାଯାଇଥିବା ପୀଡିତାଙ୍କ ବାପା ଅଭିଯୋଗ କରିଥିଲେ। ପରେ ପୋଲିସ ନଂ. ୧୭୨ /୨୦ ରେ ଏକ ମାମଲା ଜୁରୁ କରି ଘଟଣାର ତଦନ୍ତ ଚଳାଇଥିଲା।


All Right Reserved By Dharitri.Com

ହୋଲ୍‌ଡିଂ ଟିକସ ଆଦାୟରେ ପକ୍ଷପାତିତା ଅଭିଯୋଗ : ସରକାରୀ କାର୍ଯ୍ୟାଳୟ ପ୍ରତି ଅନୁକମ୍ପା

ଅନୁଗୋଳ ଅଫିସ, ୨୦।୬ – ଅନୁଗୋଳ ପୌରପାଳିକାର ଆୟ ବୃଦ୍ଧି ଉପରେ ଗୁରୁତ୍ୱ ଦେଉଛନ୍ତି ଜିଲାପାଳ ମନୋଜ କୁମାର ମହାନ୍ତି। ବିଭିନ୍ନ ସମୀକ୍ଷା ବୈଠକରେ ଏ...

ଔଷଧ ପ୍ରସ୍ତୁତିରେ ବିତୁଛି ବେଳ

କେନ୍ଦୁଝର, ୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)-କେନ୍ଦୁଝର ସଦର ବ୍ଲକ ଅଧୀନ ବେଲପଶି ଗ୍ରାମର କବିରାଜ ହରେକୃଷ୍ଣ ମହାନ୍ତ ବେଶ ଜଣାଶୁଣା। ତାଙ୍କ ଜଡିବୁଟି ଔଷଧରେ ଅନେକ ରୋଗ...

ମନୋଜ ଜେନା ହତ୍ୟା ମାମଲା : ମୁଖ୍ୟ ଅଭିଯୁକ୍ତ ଭାଲୁଙ୍କୁ ରିମାଣ୍ଡରେ ଆଣିବ ପୋଲିସ

ବ୍ରହ୍ମପୁର ଅଫିସ,୩୦ା୬-ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ତଥା ମଦ ବ୍ୟବସାୟୀ ମନୋଜ ଜେନା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଆସିକାର ଭଗବାନ ସାହୁ ଓରଫ...

ଡମ୍‌ବେଲ ପଞ୍ଚରେ ସୁବ୍ରତଙ୍କ ରେକର୍ଡ

ଢେଙ୍କାନାଳ ଅଫିସ, ୪।୮-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କୁରୁଣ୍ଟି ଗ୍ରାମର ସୁବ୍ରତ କୁମାର ସାମଲ ୧ ମିନିଟରେ ୩୩୪ ଥର ଡମ୍‌ବେଲ ପଞ୍ଚ ମାରି ବଜ୍ର...

କୂଳ ଲଙ୍ଘୁଛି ସମୁଦ୍ର

ଗଞ୍ଜାମ,୨୭ା୬(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ଗୋଖରକୁଦାଠାରୁ ପ୍ରୟାଗୀ ଏବଂ ଦକ୍ଷିଣରେ ଥିବା ଆର୍ଯୀପଲ୍ଲୀ ପର୍ଯ୍ୟନ୍ତ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘୁଛି। ଏଥିଯୋଗୁ ଋଷିକୁଲ୍ୟା ବେଳାଭୂମି ଅବକ୍ଷୟ ହେବାରେ...

ଜୀବନ ନେବ ମୁକୁଳା ଟ୍ରାନ୍ସଫର୍ମର: ବିଦ୍ୟୁତ୍‌ ବିଭାଗର ନିଘା ନାହିିଁ

ନାଉଗାଁ ,୮ା୧(ସ୍ବ.ପ୍ର.):ନାଉଗାଁ ବଜାରରେ ରହିଛି ୫୦୦ କେ.ଭି. ବିଶିଷ୍ଟ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର। ଏହି ଟ୍ରାନ୍ସସଫର୍ମରରୁ ନାଉଗାଁ ବଜାର ସମେତ ଆଖପାଖ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ କରାଯାଇଛି।...

ପୂଜାଥାଳି ଖୋଜୁଛନ୍ତି ପୂଜାରୀ

ବଅଁରପାଳ,୩ା୬ – ପୂର୍ଣ୍ଣମୀ ହେଉ କି ଅମାବାସ୍ୟା, ସଂକ୍ରାନ୍ତି ହେଉ ଅବା ସୋମବାର, ସକାଳୁ ଗହଳିଚହଳିରେ ପୂରି ଉଠୁଥିଲା ମନ୍ଦିର ପରିବେଶ। ପୂଜା ପାଇଁ ଥାଳି...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ଛେଣ୍ଡିପଦା,୨୧।୪(ସ୍ବ.ପ୍ର.) ଛେଣ୍ଡିପଦାର ଅବସରପ୍ରାପ୍ତ କର୍ମଚାରୀ ସଂଘ ଓ ଯୋଗ ଶିବିରର ସଦସ୍ୟମାନେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ହଜାର ୧ଶହ ଟଙ୍କା ଦାନ କରିଛନ୍ତି।...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *