ମଥୁରାନଗରୀରେ ହତ୍ୟାକାଣ୍ଡ:ଶାଳକଙ୍କ ଛୁରାମାଡରେ ଗଲା ଭିଣୋଇଙ୍କ ଜୀବନ

ମଥୁରାନଗରୀ,୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର (ମଥୁରାନଗରୀ)ରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ମଙ୍ଗଳା ଝୁମ୍ପୁଡିରେ ଏହି ହତ୍ୟାକାଣ୍ଡ ଘଟିଛି। ଶାଳକଙ୍କ ଛୁରାମାଡରେ ଭିଣୋଇଙ୍କ ଜୀବନ ଯାଇଛି। ମୃତକଙ୍କ ନାମ ଶଙ୍କର ଦାସ ବୋଲି ସୂଚନା ମିଳିଛି। ଗୋଟିଏ ପଟେ କଂସ ରାଜୁତିରେ ମଥୁରାନଗରୀ ଥରହର ହୋଇପଡୁଛି। ସେହିପରି ବୁଧବାର ରାତି ଋଙ୍ଗସଭା ଦୃଶ୍ୟାଭିନୟରେ କଂସ ମହାରାଜ ମଥୁରାନଗରୀରେ ବିଗିଡିଥିବା ଆଇନ ଶୃଙ୍ଖଳା ପରିସ୍ଥିତିରେ ସୁଧାର ଆଣିବା ପାଇଁ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟପଟେ ଧନୁଯାତ୍ରା ଚାଲିଥିବା ସମୟରେ ସଂଘଟିତ ଏହି ହତ୍ୟା ଘଟଣା ମଥୁରାବାସୀଙ୍କୁ ସ୍ତବ୍ଧ କରି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଗଞ୍ଜେଇ ନେଇ ଯାଉଥିଲେ ନାବାଳକ, ଧରିଲା ପୋଲିସ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଗୁରୁବାର ସାରେ ବାଇକ ସହ ଗଞ୍ଜେଇ ଜବତ କରିଛି। ପୋଲିସ ଟିମ ୩୨୬ ନଂ...

ଦିନ ଦ୍ବିପହରରେ ଏସ୍‌ପି ଅଫିସ ପାଖେ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌

କେନ୍ଦୁଝର,୧୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କ ବେକରୁ ସୁନା ଚେନ୍‌ ଟାଣିନେଲେ ଲୁଟେରା। ଏହି ଘଟଣା ବୁଧବାର ଘଟିଥିବା ଜଣାପଡିଛି। ତେବେ ପୋଲିସ ଗୁରୁବାର ଘଟଣାସ୍ଥଳରେ...

ବରଗଡ଼ରେ ପୁଣି ଚାଞ୍ଚଲ୍ୟ: ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା

ପାଇକମାଳ.୧୬।୧(ବଡ଼ ଶତପଥି): ବରଗଡ଼ଜିଲା ପାଇକମାଳ ଥାନା ନରସିଂହପଡ଼ାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୁରୁବାର ପାଇକମାଳ ଥାନାରେ ଅଭିଯୋଗ ହୋଇଛି । ମୃତକ ଯୁବକ...

ଗାଁ ପାହାଡ଼ରୁ ପଥର ଖୋଳୁଥିବାବେଳେ ଅଘଟଣ, ମାଟି ଅତଡ଼ା ଖସି ଶ୍ରମିକ ମୃତ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଆମ୍ବ ଗାଁ ନିକଟ କାଙ୍କରା ପାହାଡ଼ରୁ ମାଟି ଅତଡ଼ା ଖସି ଜଣେ ଶ୍ରମିକ ଗୁରୁବାର ମୃତ୍ୟୁବରଣ...

ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବେ ତହସିଲଦାର

ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): ବ୍ଲକସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଏସ୍‌ଏସ୍‌ଓ...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ଭୁବନେଶ୍ୱର,୧୬।୧: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର...

ମଣ୍ଡିରେ ଧାନକିଣାରେ ଅବ୍ୟବସ୍ଥା: ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ପୁରୁଷୋତ୍ତମପୁର,୧୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ପଞ୍ଚାୟତରେ ଧାନକିଣାରେ ଅବ୍ୟବସ୍ଥାକୁ ନେଇ ଗୁରୁବାର ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସରକାର ଖୋଲିଥିବା ମଣ୍ଡିରୁ...

ଧନୁଯାତ୍ରା ଦେଖିବାକୁ ଆସି ବଳାତ୍କାରର ଶିକାର ହେଲେ ଯୁବତୀ: ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୧୬ା୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବାବେଳେ ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ଜଣେ ଯୁବତୀ ନିଖୋଜ ହୋଇଯିବା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri