ସାରା ଜୀବନ ହାତ ଧରିବାକୁ କଥା ଦେଇ ତଣ୍ଟି ଚିପି ମାରିଦେଲେ ସ୍ବାମୀ

ସୁନ୍ଦରଗଡ,୧୨।୧(ଡି.ଏନ୍‌.ଏ.): ଯାହା ହାତ ଧରି ସାରା ଜୀବନ କାଟିଦେବାକୁ ଭାବିଥିଲେ ସେ ହିଁ ଶେଷରେ ତଣ୍ଟି ଚିପିଦେଲେ। ସ୍ତ୍ରୀକୁ ତଣ୍ଟିଚିପି ହତ୍ୟା କରିଛନ୍ତି ସ୍ବାମୀ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ତଳପରା ଥାନା ଅନ୍ତର୍ଗତ ଭଣ୍ଡାରୀଶଙ୍କରା ଗ୍ରାମରେ । ମୃତା ମହିଳାଙ୍କ ନାମ ପୁଷ୍ପା ବାଗ (୩୫)। ମହିଳାଙ୍କ ବାପାଙ୍କ ଘର ପକ୍ଷରୁ ଖବର ପାଇ ତଳସରା ଆଇଆଇସି ଶ୍ରଦ୍ଧାଞ୍ଜଳି ସୁବୁଦ୍ଧି ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ୍‌ ଟିମ ସହାୟତାରେ ତଦନ୍ତ ଆରମ୍ଭ କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ହତ୍ୟା ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri