ମାଲକାନଗିରି ଜିଲାପାଳଙ୍କ ନାଁରେ ହତ୍ୟା ମାମଲା

ମାଲକାନଗିରି,୧୫।୧୧(ଡି.ଏନ.ଏ.)-ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସହାୟକ ଦେବନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣା ନୂଆ ମୋଡ ନେଇଛି। ଦେବନାରାୟଣଙ୍କ ମୃତ୍ୟୁର ପ୍ରାୟ ବର୍ଷକ ପରେ ଏବେ ନୂଆ ଘଟଣା ସାମ୍ନାକୁ ଆସିଛି। ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ହତ୍ୟା ମାମଲା ରୁଜୁ କରାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରବିବାର ମାଲକାନଗିରି ପୋଲିସ ମାମଲା ରୁଜୁ କରିଛି। ଆଇପିସିର ୩୦୨, ୫୦୬, ୨୦୧, ୨୦୪, ୧୨୦(ବି), ୩୪ରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri