ନିର୍ବାଚନ ଆୟୋଗ ଅଫିସରଙ୍କ ବିରୋଧରେ ହତ୍ୟା ମାମଲା ଦାଏର କରାଯିବା ଆବଶ୍ୟକ: ହାଇକୋର୍ଟ…

ଚେନ୍ନାଇ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ବିଭିନ୍ନ ରାଜ୍ୟରେ ନିର୍ବାଚନ କରାଯାଉଛି। ନିର୍ବାଚନ ରାଲି ସହିତ ଅନ୍ୟ ପ୍ରଚାର କାର୍ଯ୍ୟକ୍ରମ ଯୋଗୁ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏନେଇ ନିର୍ବାଚନ ଆୟୋଗ ଅଫିସରଙ୍କ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ତେଣୁ ଏଭଳି ଅଫିସରଙ୍କ ବିରୋଧରେ ହତ୍ୟା ମାମଲା ଦାଏର କରାଯିବା ଆବଶ୍ୟକ ବୋଲି ମାଡ୍ରାସ୍‌ ହାଇକୋର୍ଟ କହିଛନ୍ତି। ଏକମାମଲାର ଶୁଣାଣି ସମୟରେ ହାଇକୋର୍ଟର ମୁଖ୍ୟ ବିଚାରପତି ସଞ୍ଜିବ ବାନାର୍ଜୀ କହିଛନ୍ତି ଯେ, କରୋନାର ଦ୍ୱିତୀୟ ଲହର ପାଇଁ ନିର୍ବାଚନ କମିଶନ ଦାୟୀ। ଏହା ସହିତ କୋର୍ଟ ଚେତାବନୀ ଦେଇଛନ୍ତି ଯେ, ଯଦି କରୋନା ମାର୍ଗଦର୍ଶିକାର ଉପଯୁକ୍ତ ପାଳନ ଲାଗି ଯୋଜନା ପ୍ରସ୍ତୁତ ନ କରାଯିବ। ତେବେ ମେ’ ୨ରେ ହେବାକୁଥିବା ଭୋଟ ଗଣନା ଉପରେ ତତ୍‌କାଳ ରୋକ ଲଗାଯିବ। ୩୦ ଏପ୍ରିଲ୍‌ ସୁଦ୍ଧା ନିର୍ବାଚନ କମିଶନ ଉପଯୁକ୍ତ ପଦକ୍ଷେପ ସମ୍ପର୍କରେ ଜଣାଇବା ପାଇଁ କୋର୍ଟ ତାଗିଦ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri