କରୋନାରେ ଘରକୁ ବନ୍ଧୁ ଆଣିବାରୁ ହତ୍ୟା

ଜଗନ୍ନାଥପ୍ରସାଦ,୧୩ା୮(ଡି.ଏନ୍‌.ଏ.)-କରୋନାରେ ଘରକୁ ବନ୍ଧୁ ଆଣିବାରୁ ଘଟିଛି ବିଭତ୍ସ ହତ୍ୟାକାଣ୍ଡ। ଏପରି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା କରଡାପଲ୍ଲୀ ଗ୍ରାମରେ ବୁଧବାର ମଧ୍ୟରାତ୍ରରେ ଦେଖିବାକୁ ମିଳିଛି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ପ୍ରମୋଦ ବେହେରା (୪୮)।
ପୋଲିସ କହିଛି, ପ୍ରମୋଦଙ୍କ ଘରକୁ ତାଙ୍କର କେତେଜଣ ବନ୍ଧୁ ବୁଧବାର ସକାଳେ ଭୁବନେଶ୍ୱରରୁ ଆସିଥିଲେ। କରୋନା ମହାମାରୀ ସମୟରେ କାହିଁକି ବାହାର ଜିଲାର ବନ୍ଧୁବାନ୍ଧବଙ୍କୁ ଘରେ ପୂରାଉଛ ବୋଲି ପଡୋଶୀ ପ୍ରକାଶ ବେହେରା ବିରୋଧ କରିଥିଲେ। ମଧ୍ୟରାତ୍ର ପ୍ରାୟ ୧୨ଟାରେ ପ୍ରକାଶ ସହଯୋଗୀ କାହ୍ନା ଓ ଗଣେଶଙ୍କ ସହ ଆସି ପ୍ରମୋଦଙ୍କ ଘର ସାମ୍ନାରେ ଗାଳିଗୁଲଜ କରିଥିଲେ। ପ୍ରମୋଦ ଘର ବାହାରକୁ ଆସିବାରୁ ତାଙ୍କୁ ଖଣ୍ଡା ଓ କାତିରେ ହାଣି ହତ୍ୟା କରିଥିଲେ। ଏ ନେଇ ନଂ.୧୭୮/୨୦ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁପୁତ୍ରକୁ ଗଛରେ ବାନ୍ଧି କାମକୁ ଯାଉଛନ୍ତି ମା’ବାପା

ପାରାଦୀପ,୨୦।୧୦ (ସ୍ବ.ପ୍ର.): ପାରାଦୀପ ଉପକଣ୍ଠ ଇଫ୍‌କୋ କାରଖାନା ସଂଲଗ୍ନ ବିଜୟଚନ୍ଦ୍ରପୁର ବସ୍ତିରେ ଗତ କିଛିଦିନ ହେବ ଗୋଟିଏ ଘଟଣା ସାଧାରଣ ଲୋକଙ୍କୁ ବ୍ୟଥିତ କରୁଛି। ମା’ବାପା...

ଡିଜାଇନର କଲେକ୍ସନ’ ବିକ୍ରୟ କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୨୫।।୬(ବ୍ୟୁରୋ): ଓଡ଼ିଶାର ବାନ୍ଧକଳା କେବଳ ରାଜ୍ୟରେ ନୁହେଁ, ସମଗ୍ର ଭାରତ ବର୍ଷରେ ସୁଖ୍ୟାତି ଲାଭ କରିଛି। ଭାରତ ବାହାରେ ମଧ୍ୟ ଓଡ଼ିଶା ବାନ୍ଧକଳା ଆଦୃତି ଲାଭ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୪୩ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୪୩୬କୁ ବୃଦ୍ଧି

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହୋଇଛନ୍ତି ୪୩ କରୋନା ଆକ୍ରାନ୍ତ। ଏନେଇ ଶୁକ୍ରବାର ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି...

ଆଜି ବି ୧୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟରେ ସୋମବାର ବି ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ରାଜ୍ୟରୁ ୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ...

ଆସନ୍ତାକାଲି ୩ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୫।୭(ବ୍ୟୁରୋ)- ସାରା ରାଜ୍ୟରେ ମୌସୁମୀବାୟୁ ସକ୍ରିୟ ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖରେ ଏକ ଲଘୁଚାପ କେନ୍ଦ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୯ ତାରିଖ...

ଏଣିକି ଏସ୍‌ଏଚ୍‌ଜି ଗ୍ରୁପ୍‌କୁ ଦିଆଯିବ ମଧ୍ୟାହ୍ନ ଭୋଜନ ଦାୟିତ୍ୱ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଏଣିକି ସ୍କୁଲ ମଧ୍ୟାହ୍ନଭୋଜନ ଦାୟିତ୍ୱ ବୁଝିବେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ। ମିଶନ ଶକ୍ତି ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିଷ୍ପତ୍ତି ନିଆଯାଇଛି।...

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ୧୬୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୪ା୫(ବ୍ୟୁରୋ) : ସୋମବାର ରାଜ୍ୟରେ  ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ...

ସାମାଜିକ ଗଣମାଧ୍ୟମର ପ୍ରଭାବ: ଅସହାୟକୁ ଉଦ୍ଧାର କଲା ପୋଲିସ ପ୍ରଶାସନ

ହିଞ୍ଜିଳିକାଟୁ ୪।୯(ଡି.ଏନ.ଏ.): ହିଞ୍ଜିଳିକାଟୁ ବସ ଟର୍ମିନାଲ ପରିସରରେ ରବିବାର ଜଣେ ବୟସ୍କ ବ୍ୟକ୍ତି ଶନିବାର ରାତିରୁ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯିବାରୁ ନିଶ୍ଚଳ ହୋଇ ପଡି...

Advertisement
Archives

Model This Week