ପରିବା ଖାଇଦେବାରୁ ହତ୍ୟା

ପାପଡାହାଣ୍ଡି,୨୧।୧୧(ଡି.ଏନ୍‌.ଏ.): ଫେରାର ହତ୍ୟା ଅଭିଯୁକ୍ତଙ୍କୁ ପାପଡ଼ାହାଣ୍ଡି ପୋଲିସ ଶନିବାର ବିଳମ୍ବିତ ରାତିରେ ଗିରଫ କରିଛି। ଅଭିଯୁକ୍ତ ହେଲେ ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଗ୍ରାମର ହତ୍ୟା ପ୍ରହଲ୍ଲାଦ ଜାନୀ।
ସୂଚନାନୁଯାୟୀ, ଦୁଇ ଦିନ ତଳେ ସନ୍ନ୍ୟାସୀଙ୍କ ବାଡିରେ ଲାଗିଥିବା ପରିବାକୁ ପ୍ରହଲ୍ଲାଦଙ୍କ ଗୋରୁ ଖାଇ ଦେଇଥିଲା। ସନ୍ନ୍ୟାସୀ ଏହାର ପ୍ରତିବାଦ କରିବାରୁ ପ୍ରହଲ୍ଲାଦ ତାଙ୍କୁ ଏକ ଠେଙ୍ଗାରେ ଆକ୍ରମଣ କରିଥିଲେ। ଫଳରେ ସନ୍ନ୍ୟାସୀ ଗୁରୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କୋରାପୁଟରେ ଚିକିତ୍ସା କରାଯାଇଥିଲା। ହେଲେ ଡାକ୍ତର ଅଧିକ ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ କହିଥିଲେ। ଏନେଇ ପରିବାର ଲୋକ ତାଙ୍କୁ ଶୁକ୍ରବାର ଘରକୁ ନେଇ ଆସିଥିଲେ। ଶନିବାର ରାତିରେ ସନ୍ନ୍ୟାସୀଙ୍କ ମୃତ୍ୟୁ ହୋଇ ଯାଇଥିଲା। ଘଟଣା ପରଠାରୁ ଫେରାର ଥିବା ପ୍ରହଲ୍ଲାଦଙ୍କୁ ଝରିଗୁମାରୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ଜିଲାରୁ ଝାରସୁଗୁଡ଼ା ଗଲେ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ

ଝାରସୁଗୁଡ଼ା ଅଫିସ,୨୩।୭: ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ନେବା ସତ୍ତ୍ୱେ ଏହା ଥମିବାର ନାଁ ନେଉନାହିଁ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପ୍ରଶାସନ...

CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ମୃତକଙ୍କ ମଧ୍ୟରେ ବରଗଡ଼ ଜିଲାର ଜଣେ ୭୬ ବର୍ଷୀୟ ବୃଦ୍ଧ ଥିବା ବେଳେ ଜଣେ ଗଞ୍ଜାମ...

ବ୍ରଜରାଜନଗର ଉପନିର୍ବାଚନ: ଆଜି ସରୁଛି ପ୍ରଚାର

ଝାରସୁଗୁଡା,୨୯।୫ : ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠାନ ହେବ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ନିଜ ନିଜର ରାଜନୌତିକ ଦଳ ସହ ପ୍ରଚାର ମଇଦାନକୁ...

୧୪୪୦ ସ୍ବାବ୍‌ ନମୁନାରୁ ୧୦୨୮ ରିପୋର୍ଟ ଆସିଛି

ଝାରସୁଗୁଡ଼ା ଅଫିସ,୧୨ା୫: ଝାରସୁଗୁଡ଼ା ଜିଲାର ଜଣେ ଯୁବତୀ ଓ ଜଣେ ମହିଳା କରୋନାରେ ଆକ୍ରାନ୍ତ ହୋଇଥିଲେ। ସୋମବାର ଉଭୟ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କୁ ୧୪ଦିନ...

ସାର ଦରବୃଦ୍ଧି ପ୍ରତିବାଦରେ ଧାରଣା

ପାଟଣା,୪ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସମ୍ମୁଖରେ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସାରର ଦର ବୃଦ୍ଧି ପ୍ରତିବାଦରେ ଧାରଣା ଦିଆଯାଇଛି। ସାରର ଅହେତୁକ...

୧୫ସୁଦ୍ଧା ବାହାରିପାରେ ବାଣିଜ୍ୟ, ବିଜ୍ଞାନ ଫଳ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ବର୍ତ୍ତମାନ ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଖାତା ମୂଲ୍ୟାୟନ ବ୍ୟବସ୍ଥାକୁ ନେଇ ଚିନ୍ତାରେ ପଡିଯାଇଛି। ସିବିଏସ୍‌ଇ...

ଟଙ୍କା ନେଇ ନିର୍ମାଣ କଲେନି ଗୃହ: ୨୨୭ ହିତାଧିକାରୀ ଫେରାଇଲେ ୩୩ ଲକ୍ଷ

କଟକସଦର,୧୨ା୧(ଡି.ଏନ୍‌.ଏ.): ଇନ୍ଦିରା ଆବାସ ନିର୍ମାଣ ପାଇଁ ୨୦୦୦ରୁ ୨୦୧୪ ମସିହା ମଧ୍ୟରେ କାର୍ଯ୍ୟାଦେଶ ଏବଂ ଅନୁଦାନ ପାଇବା ସତ୍ତ୍ୱେ ଯେଉଁମାନେ ଗୃହ ନିର୍ମାଣ କରିନାହାନ୍ତି, ସେମାନଙ୍କ...

କୃଷିଋଣ ଛାଡ଼ କରିବାକୁ ବିକ୍ଷୋଭ ସମାବେଶ

ବ୍ରହ୍ମପୁର ଅଫିସ,୪ା୮-ସିପିଏମ୍‌ର ଛାମୁଆ ସଂଗଠନ କୃଷକ ସଭା ପକ୍ଷରୁ ଶନିବାର ବ୍ରହ୍ମପୁର ଉପଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ସମାବେଶ ହୋଇଥିଲା। ସ୍ବାମୀନାଥନ କମିଶନଙ୍କ ସୁପାରିସ ଅନୁସାରେ...

Advertisement
Archives

Model This Week