ପୂର୍ବ ଶତ୍ରୁତାକୁ ନେଇ ଦିନ ଦୁଇପ୍ରହରରେ ନିର୍ମମ ହତ୍ୟା

ରିଷିଡା,୩୧।୮(ସୁଶାନ୍ତ ମଲ୍ଲିକ): ପୂର୍ବ ଶତ୍ରୁତା ନେଇ ଛାତିକୁ ହାଣିଦେଲେ ଟାଙ୍ଗିଆରେ। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା ମଦନପୁର ରାମପୁର ବକ୍ଲ ଅନ୍ତର୍ଗତ ଗୋପାଳପୁର ଗ୍ରାମରେ। ଶୁକ୍ରବାର ଅପରାହ୍ନରେ ଶଶିକାନ୍ତ ମହାନନ୍ଦ (୨୮) ଓ ଉକ୍ତ ଗ୍ରାମର ଗଜେନ୍ଦ୍ର ଭୋଇ (୫୦)ଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବଚସା ହୋଇଥିଲା। ଏଥିରେ ଶଶିକାନ୍ତ ମହାନନ୍ଦ (ଅଭିଯୁକ୍ତ) ଉତ୍‌କ୍ଷିପ୍ତ ହୋଇ ଗଜେନ୍ଦ୍ର ଭୋଇ (ମୃତକ)ଙ୍କ ଛାତିରେ ଟାଙ୍ଗିଆ ଚୋଟ ମାରିଥିଲେ। ଏଥିରେ ଗଜେନ୍ଦ୍ରଙ୍କ ଛାତିରୁ ରକ୍ତସ୍ରାବ ହେବା ଫଳରେ ଘଟଣାସ୍ଥଳରେ ହିଁ ସେ ଟଳି ପଡ଼ିଥିଲେ । ତେବେ ମୃତକଙ୍କ ପରିବାର ପକ୍ଷରୁ ମ.ରାମପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି । ଯାହାକୁ ନେଇ ମ.ରାମପୁର ପୋଲିସ ମାମଲା ରୁଜୁ କରି ମ.ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ କରି ପରିବାର ବର୍ଗକୁ ହସ୍ତାନ୍ତର କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଛି। ତଦନ୍ତ ଚାଲିଥିବା ଅଧିକାରୀ ଏସଡିପିଓ ସଞ୍ଜୀବ ମାଝୀ, ସବଇନ୍ସପେକ୍ଟର ସୌମ୍ୟରଞ୍ଜନ ପ୍ରଧାନ ,ରିଷିଡା ଫାଣ୍ଡି ଅଧିକାରୀ ମନୁଆ ବିଡିକା ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri