ବାଉଁଶ କାଟିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋରୁକୋଣ୍ଡା,୨୭ା୭(ଡି.ଏନ୍‌.ଏ.): ମାଲକାନଗିରି ସଦର ଥାନା ଅନ୍ତର୍ଗତ କୋରୁକୋଣ୍ଡା ସଦର ମହକୁମାରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି।

ସୂଚନାନୁଯାୟୀ, କୋରୁକୋଣ୍ଡା ଗ୍ରାମର ଭୀମ ଦାସ (୫୫) ଆଜି ମଧ୍ୟାହ୍ନରେ ଘରୁ ମଙ୍ଗଳା ମନ୍ଦିର ନିକଟରେ ଥିବା ନିଜ ଜମିକୁ ବାଉଁଶ ଆଣିବା ପାଇଁ ଯାଇଥିଲେ। ଆସିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଜମିକୁ ଯାଇ ଖୋଜାଖୋଜି କରିଥିଲେ। ତେବେ ବାଉଁଶ ବୁଦା ମୂଳରେ ରକ୍ତ ପଡ଼ିଥିବା ଦେଖି ପରିବାର ଲୋକେ ଚିନ୍ତିତ ହୋଇ ଆଖପାଖ ସ୍ଥାନରେ ଖୋଜାଖୋଜି କରିଥିଲେ। ତେବେ ବାଉଁଶ ବୁଦା ମୂଳରୁ ରକ୍ତ ଛିଟା ପଡ଼ି ଘୋଷାଡ଼ି ହୋଇ ଯାଇଥିବା ଚିହ୍ନ ଦେଖି ସେହି ଚିହ୍ନ ଅନୁଯାୟୀ ପରିବାର ଲୋକେ ନିକଟରେ ଥିବା ନଈ ସହ ସଂଯୋଗ ହୋଇଥିବା ନାଳ ନିକଟରେ ଭୀମଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଦେଖିବାକୁ ପାଇଥିଲେ। ତେବେ ଭୀମଙ୍କ ମୁଣ୍ଡ ପଛ ପଟେ ଗଭୀର ଆଘାତ ଥିବା ଦେଖିବାକୁ ମିଳିଥିବା ବେଳେ ଭୀମ ବାଉଁଶ କାଟିବା ନିମନ୍ତେ ନେଇଥିବା ଟାଙ୍ଗିଆଟି ନିଖୋଜ ଥିଲା। ହତ୍ୟା ସନ୍ଦେହ କରି ତୁରନ୍ତ ଘର ଲୋକେ ମାଲକାନଗିରି ଥାନାକୁ ଯୋଗଯୋଗ କରିବାରୁ ମାଲକାନଗିରି ଆଦର୍ଶ ଥାନାଧିକାରୀ ରିଗାନ କିଣ୍ଡୋ ପହଞ୍ଚି ମୃତଦେହକ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଜାରି ରଖିଛନ୍ତି । ତେବେ ଅଞ୍ଚଳରେ ଏହାକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିବା ବେଳେ କିଏ ଏବଂ କାହିଁକି ଏଭଳି ଘଟଣା ଘଟାଇଛି ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ର୍ନିବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri