ସ୍ନାନମଣ୍ଡପରେ ଶ୍ରୀଜିଉ: ପୁରୀରେ ପୋଲିସ ଛାଉଣି ସତ୍ୱେ ସେବାୟତଙ୍କୁ ମାରି…

ପୁରୀ,୧୧।୬: ସ୍ନାନ ପୂଣ୍ଣିମାରେ ପୁରୀରେ ଚାଞ୍ଚଲ୍ୟ।, ସ୍ନାନମଣ୍ଡପରେ ଶ୍ରୀଜିଉ, ଏପଟେ ରକ୍ତ ଜୁଡ଼ୁବୁଡ଼ୁ ସେବାୟତ। ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କୁ ହତ୍ୟା ସନ୍ଦେହ କରାଯାଉଛି। ଟାଉନ ଥାନା ଗୁଡ଼ିଆସାହି ରାବେଣି ଚଉରା ପାଖରେ ପଡ଼ିଛି ମୃତଦେହ। ମୃତ ସେବାୟତ ମହାସୁହାରସାହିର, ସେ ଗୁଡ଼ିଆସାହି ଯାଇଥିବା କୁହାଯାଉଛି। ଘଟଣା ପରେ ସନ୍ଦେହ ଘେରକୁ ଆସିଥିବା ବ୍ୟକ୍ତି ଫେରାର ଥିବା ସୂଚନା ମିଳିଛି। ତେବେ ବ୍ୟାପକ ସୁରକ୍ଷା ମଧ୍ୟରେ ପୋଲିସ ଛାଉଣୀ ହୋଇଥିବା ସତ୍ୱେ ଏପରି ଘଟଣାକୁ ନେଇ ଚିନ୍ତା ବଢ଼ୁଛି ।
ଅନ୍ୟପକ୍ଷେ ମୃତଦେହ ବାହାରେ ଫିଙ୍ଗା ବେଳର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri