ସ୍ବାମୀ ଘରୁ ଗୋଡ଼କାଢ଼ୁ କାଢ଼ୁ , ମହିଳାଙ୍କ ମୁଣ୍ଡରୁ ଗଣ୍ଡି କରିଦେଲେ ଅଲଗା

ବାରିପଦା,୨୪।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ତିରିଂ ଥାନା ଦେଓଗାମ ଅଞ୍ଚଳରେ ଲୋମହର୍ଷଣ ହତ୍ୟାକାଣ୍ଡ ଘଟିଛି । ଶନିବାର ବିଳମ୍ବିତ ରାତିରେ ମହିଳାଙ୍କ ମହିଳାଙ୍କ ମୁଣ୍ଡ ଗଣ୍ଡି ଅଲଗା କରି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ମୃତ ମହିଳା ଜଣକ ହେଲେ ସୁହାଗି ବୈପାଇ । ସୂଚନାଯୋଗ୍ୟ, ଶନିବାର ଅପରାହ୍ନରେ ସୁହାଗିର ସ୍ବାମୀ ଗ୍ରାମରେ ଫୁଟବଲ ଖେଳ ଦେଖିବାକୁ ଯାଇଥିଲେ । ଘରେ ଏକୁଟିଆ ମହିଳା ଜଣକ ରହିଥିବାରୁ ଏହାର ସୁଯୋଗ ନେଇ ଏଭଳି କାଣ୍ଡ ଘଟିଥିବା ସ୍ବାମୀ ଥାନାରେ ଅଭିୟୋଗ କରିଥିଲେ । ହତ୍ୟାକାଣ୍ଡର କାରଣ ଜଣାପଡି ନ ଥିବା ବେଳେ କିଭଳି ପରିସ୍ଥିତିରେ କିଏ କେଉଁ କାରଣରୁ ଏଭଳି କାଣ୍ଡ ଘଟାଇଛି ତାହା ଏବେ ତଦନ୍ତ ସାପେକ୍ଷ । ଘଟଣା ସ୍ଥଳରେ ତିରିଂ ପୋଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି। ମୃତ ଦେହକୁ ଜବତ କରି ରାଇରଙ୍ଗପୁର ଡାକ୍ତରଖାନାକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?