ଦ୍ୱିତୀୟ ବିବାହ ପାଇଁ ୨ ନାବାଳକଙ୍କୁ ହତ୍ୟା ଘଟଣା: ବାପା ଓ ଜେଜେମା ହତ୍ୟାକାରୀ

ନୟାଗଡ଼,୧୨।୩(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ଧାନଚେଙ୍ଗେଡ଼ା ଗଁଁାରେ ୨ ନାବାଳକ ଭାଇଙ୍କୁ ବାପା ଓ ଜେଜେମା ହତ୍ୟା କରିଥିବା ପୋଲିସ ତଦନ୍ତରୁ ଜଣାପଡିଛି । ବାପା ହତ୍ୟା କରିଥିବାବେଳେ ଜେଜେମା ଏଥିରେ ସହଯୋଗ କରିଥିଲେ। ହତ୍ୟା ଘଟଣାକୁ ଆମତ୍ହତ୍ୟା ରୂପ ଦେବା ପାଇଁ ବାପା ଓ ଜେଜେମାଙ୍କ ଉଦ୍ୟମ ବିଫଳ ହୋଇଛି । ଉଭୟ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର କୋର୍ଟ ଚାଲାଣ କରିବ ବୋଲି ସୂଚନା ମିଳିଛି ।

ଏ ସଂକ୍ରାନ୍ତରେ ଥାନାରେ ଅଭିଯୋଗ ହେବା ପରେ ପୋଲିସ ମୃତକଙ୍କ ବାପା, ଜେଜେମା ଓ ୨ ପଡୋଶୀ ଦମ୍ପତିଙ୍କ ସହ ୭ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି । ତଦନ୍ତରୁ ବାପା ଓ ଜେଜେମା ହତ୍ୟାକାରୀ ବୋଲି ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଥିବା ପୋଲିସ କହିଛି। ଗତ ସୋମବାର ସକାଳେ ୨ ମୃତଦେହ ଧାନଚେଙ୍ଗେଡା ଗଁା ପ୍ରକାଶ ମହାନ୍ତିଙ୍କ ଘରର ଶିଡି ରେଲିଂରେ ଝୁଲୁଥିଲା । ପଡୋଶୀ ଦମ୍ପତି ଉକ୍ତ ନାବାଳକ ଆକାଶ ମହାନ୍ତି(୧୪) ଓ ତାଙ୍କସାନ ଭାଇ ଆଦିତ୍ୟ(୯)ଙ୍କ ମୃତଦେହକୁ ଶିଡି ରେଲିଂରୁ ଉଦ୍ଧାର କରି ଡାକ୍ତରଖାନା ପଠାଇବାର ବ୍ୟବସ୍ଥା କରିଥିଲେ ା ୨ ପୁଅଙ୍କୁ ହତ୍ୟା କରାଯିବା ନେଇ ଅଜା ଘର ପକ୍ଷରୁ ଅଭିଯୋଗ ପରେ ପୋଲିସ ଏକ ମାମଲା(ନଂ.୬୧/୨୫) ରୁଜୁ କରି ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri