ଘରେ ପଶି ଯୁବକଙ୍କ ହତ୍ୟା ଘଟଣା; ଦୁଇ ସନ୍ଦିଗ୍ଧ ଅଟକ

ବଲାଙ୍ଗୀର ଅଫିସ,୧୮।୧୨: ବଲାଙ୍ଗୀର ସହର ଗାନ୍ଧୀନଗରପଡାରେ ଶୁକ୍ରବାର ଅପରାହ୍ନରେ ଘରେ ପଶି ଯୁବକଙ୍କ ତଣ୍ଟି କାଟି ହତ୍ୟା ଘଟଣାରେ ବଲାଙ୍ଗୀର ପୋଲିସ ଦୁଇ ସନ୍ଦିଗ୍ଧ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି । ଦୁଇ ଯୁବକ ବଲାଙ୍ଗୀର ସହରର ବୋଲି ଜଣାପଡ଼ିଛି । ଏସ୍‌ଡିପିଓ ତୋଫାନ ବାଗଙ୍କ ଉପସ୍ଥିତରେ ଶନିବାର ସକାଳୁ ଫରେନସିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri