ନବବଧୂଙ୍କ ହତ୍ୟା ଅଭିଯୋଗ: ଶାଶୁ ଗିରଫ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ କଳିଙ୍ଗବିହାରରୁ ଦୀପାବଳିରେ ଜଣେ ନବବଧୂଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଏହି ଘଟଣାରେ ବୁଧବାର ତାଙ୍କ ଶାଶୁଙ୍କୁ ଗିରଫ କରାଯାଇଛି। ମାତ୍ର ଏଯାବତ୍‌ ତାଙ୍କ ସ୍ବାମୀ ଓ ଶ୍ୱଶୁରଙ୍କ ପତ୍ତା ମିଳୁନାହିଁ। ମୃତ ନବବଧୂଜଣକ ହେଲେ ସୁଶ୍ରୀ ସଙ୍ଗୀତା ବସ୍ତିଆ (୨୮)।
୨୦୨୧, କଟକ ନିଆଳି ଅଞ୍ଚଳର ସଙ୍ଗୀତା ଜାନୁୟାରୀ ୨୦ରେ କଟକ ଗୋବିନ୍ଦପୁର ଥାନା ନୂଆଗାଁର ପ୍ରବୀଣ ଚନ୍ଦ୍ର ନାୟକଙ୍କୁ ବିବାହ କରିଥିଲେ । ତେବେ ଦୀପାବଳି ଦିନ କୌଣସି କାରଣକୁ ନେଇ ପାରିବାରିକ ବିବାଦ ଉପୁଜିଥିଲା । ପରେ ସୁଶ୍ରୀଙ୍କ ପରିବାରକୁ ପ୍ରବୀଣଙ୍କ ଘର ଲୋକ ଫୋନ୍‌ କରି ତମ ଭଉଣୀ ଦେହ ଭଲ ନାହିଁ, ବୋଲି ଶାଶୁ ଘର ଲୋକେ କହିଥିଲେ। ବାପ ଘର ଲୋକ ନିଆଳିରୁ ଆସି ପହଞ୍ଚିବା ପରେ ଝିଅର ମୃତ୍ୟୁ ହୋଇଥିବା ମୃତଦେହ ଏମ୍ସରେ ଥିବା ଶାଶୁ ଘର ଲୋକେ କହିଥିଲେ। ଝିଅକୁ ମାରିଦେଇ ଶାଶୁ ଘର ଲୋକେ ସବୁ ପ୍ରମାଣ ନଷ୍ଟ କରିଛନ୍ତି ବୋଲି ସଙ୍ଗୀତାଙ୍କ ପରିବାର ଲୋକ ଅଭିଯୋଗ କରିଥିଲେ। ପରେ ପୋଲିସ ଘଟଣାର ତଦନ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ପୁଣି ଚର୍ଚ୍ଚାରେ ବର୍ଷା-ଅନୁଭବ। କାରଣ ଚଳିତ ନିର୍ବାଚନରେ ଆମ୍ନାସାମ୍ନି ହେବେ ଏହି ଦୁଇ ଷ୍ଟାର। ନିର୍ବାଚନରେ ମୁହାଁମୁହିଁ ହୋଇପାରନ୍ତି ସ୍ବାମୀ-ସ୍ତ୍ରୀ । ଏହି ଦୁଇ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୩ ମନ୍ତ୍ରୀଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରିଛନ୍ତି। ତାଲିକାରେ ୪ ନୂଆ ମୁହଁ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

ବର୍ଷାଙ୍କୁ ମିଳିଲା ଟିକେଟ୍‌, ଏହି ଠୁ ଲଢିବେ…

ଭୁବନେଶ୍ୱର,୨୦।୪: ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri