ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୫ା୧୧: ଗଞ୍ଜାମ ଜିଲା କୁକୁ ବ୍ଲକ ଅନନ୍ତେଇ ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀଙ୍କୁ ଶୁକ୍ରବାର ସକାଳେ ଦୁର୍ବୃତ୍ତମାନେ ଅତି ବିଭତ୍ସ ଭାବେ ହତ୍ୟା କରିଛନ୍ତି। ଖବର ପାଇ ବ୍ରହ୍ମପୁର ଟାଉନ ଏସଡିପିଓ ବିଷ୍ଣୁପ୍ରସାଦ ପତି ଓ ବଡ଼ବଜାର ଥାନାଧିକାରୀ ପ୍ରଶାନ୍ତ ଭୂପତି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପ୍ରଦୀପ ବ୍ରହ୍ମପୁର ଗେଟ୍‌ବଜାର ଅଞ୍ଚଳରେ ରହୁଥିବା ବେଳେ ଶୁକ୍ରବାର ସକାଳେ ନିଜ ପଞ୍ଚାୟତର ବିକାଶ କାମ ସେ ଦେଖିବାକୁ ଯାଉଥିବା ବେଳେ ତାଙ୍କ ସୁକୁଣ୍ଡା ଜଗନ୍ନାଥ ମନ୍ଦିର ନିକଟରେ ୩ ଜଣ ଯୁବକ ଅଟକାଇଥିଲେ। ପ୍ରଦୀପଙ୍କୁ ଦୁର୍ବୃତ୍ତମାନେ ତାଙ୍କ ସ୍କୁଟି ଗାଡ଼ିରେ କ’ଣ ଅଛି ଡିକି ଖୋଲି ଦେଖାଇବାକୁ କହିଥିଲେ। ସେ ଗାଡ଼ିର ଡିକି ଖୋଲିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ଆକ୍ରମଣ କରି ହତ୍ୟା କରି ଚମ୍ପଟ ମାରିଥିଲେ। ପୁଞ୍ଜିଭୂତ ଅଶାନ୍ତିରୁ ତାଙ୍କୁ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଛି। ପୋଲିସ ଅପରାଧୀଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହ୍ୟଜଗତରୁ ବିଚ୍ଛିନ୍ନ ୧୩ ଗାଁ

ଖୋର୍ଦ୍ଧା ଅଫିସ,୧୦।୯: ରାଜୁଆ ନଦୀର ଜଳ ମହାନଦୀ ଓ ଚିଲିକାକୁ ନିଷ୍କାସନ ହୋଇ ପାରୁ ନ ଥିବାରୁ ଖୋର୍ଦ୍ଧା ଜିଲାର ଓରବରସିଂହ ଓ ନରଣଗଡ ପଞ୍ଚାୟତର...

ଅଖିମୁଠି ଅନୁକୂଳ କଲେ ଚାଷୀ

ବରଗଡ଼ ଅଫିସ୍‌,୨୬।୪: ବରଗଡ଼ ଜିଲା କୃଷକ ସଂଗଠନ ସମନ୍ବୟ ସମିତି ପକ୍ଷରୁ ରବିବାର ଅକ୍ଷୟ ତୃତୀୟା ପାଳିତ ହୋଇଛି। ଜିଲାର ଚକରକେନ୍ଦଠାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ...

ଆଇତିପୁର ପଞ୍ଚାୟତ ହାଇସ୍କୁଲ ବିବାଦ ବଢୁଛି, ଜିଲାପାଳଙ୍କଠାରେ ଫେରାଦ ହେଲେ ଲୋକେ

ହାଟଡିହୀ,୧୨।୧୦(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ହାଇସ୍କୁଲକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ପଞ୍ଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ...

ଟ୍ରାକ୍ଟର ଓଲଟି ଚାଳକ ମୃତ, ୬ ଗୁରୁତର

ଆର.ଉଦୟଗିରି,୯ା୬(ଡି.ଏନ.ଏ)- ରାମଗିରି ଥାନା ନିକଟସ୍ଥ ରାଇଗଡ଼ା ବ୍ଲକ ବୋଲଡ଼ାଗୁମା ଛକ ନିକଟରେ ମଙ୍ଗଳବାର ଏକ ଟ୍ରାକ୍ଟର ଓଲଟି ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ୬ ଜଣ ଗୁରୁତର...

ପ୍ରଶାସନର ନିର୍ଦ୍ଧେଶକୁ ବେଖାତିର:ବିଦ୍ୟାଳୟକୁ ଡକାଇ ଛାତ୍ରୀଛାତ୍ରଙ୍କୁ ବହି ବଣ୍ଟନ

ଦାରିଙ୍ଗବାଡ଼ି,୨୩।୪(ଡି.ଏନ.ଏ)- ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଶିକ୍ଷକମାନେ ପାଠ୍ୟପୁସ୍ତକ ନେଇ ଘରେ ଦେଇ ଆସିବାକୁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ରହିଛି। କିନ୍ତୁ ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି...

ଧାନମଣ୍ଡି ବନ୍ଦ ନେଇ ବଢୁଛି ଅସନ୍ତୋଷ

ଚମ୍ପୁଆ,୧୮।୧(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଅନ୍ତର୍ଗତ ରଜିଆ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଖୋଲାଯାଇଥିବା ଧାନମଣ୍ଡି ବନ୍ଦ ହୋଇଯାଇଥିବା ବେଳେ ଚାଷୀଙ୍କ ମଧ୍ୟରେ ଧାନ ବିକ୍ରିକୁ ନେଇ...

ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ, ପୁରୀ ଜିଲାକୁ ଦୁର୍ଘଟଣାମୁକ୍ତ କରିବା ଲାଗି ଆହ୍ବାନ

ପୁରୀ ଅଫିସ,୧୭।୧: ପୌର ସଦନଠାରେ ଶୁକ୍ରବାର ୩୧ତମ ସଡକ ସୁରକ୍ଷା ସପ୍ତାହ ଉଦ୍‌ଯାପନୀ ଦିବସ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ପରିବହନ ଅଧିକାରୀ ସମୀର କୁମାର ଦଳାଇଙ୍କ...

ଅନ୍‌ଲାଇନ୍‌ରେ ଶିଶୁଙ୍କୁ ଯୌନ ଶୋଷଣ: ଅଭିଯୁକ୍ତଙ୍କ ଘରେ ସିବିଆଇ

ବନ୍ତ,୧୬।୧୧(ଡି.ଏନ.ଏ.): ଅନ୍‌ଲାଇନରେ ଶିଶୁଙ୍କୁ ଯୌନ ଶୋଷଣ ଅଭିଯୋଗର ତଦନ୍ତ ପାଇଁ ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମରେ ମଙ୍ଗଳବାର ସିବିଆଇର ୫ଜଣିଆ...

Advertisement
Archives

Model This Week