ଦେଢ଼ ଗୁଣା ବଢ଼ିଛି ଖବରଦାତାଙ୍କୁ ହତ୍ୟା ମାମଲା: ୨୦୨୨ରେ ୬୭ ଜଣଙ୍କ ହତ୍ୟା…

ଜେନେଭା,୪।୫ : ଖବରଦାତାଙ୍କ ହତ୍ୟା ମାମଲା ସାରା ବିଶ୍ୱରେ ଦେଢ଼ ଗୁଣ ବୃଦ୍ଧି ପାଇଛି। ୨୦୨୨ମସିହାରେ, ୬୭ ଗଣମାଧ୍ୟମ ପ୍ରତିନିଧୀଙ୍କୁ ହତ୍ୟା କରାଯାଇଛି। ମିଳିତ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ବୁଧବାର ବିଶ୍ୱ ପ୍ରେସ ସ୍ବାଧୀନତା ଦିବସ ଅବସରରେ ଏହି ସୂଚନା ଦେଇଛନ୍ତି। ଖବରଦାତାଙ୍କ ହତ୍ୟାରେ ଏହି ବୃଦ୍ଧି ଅବିଶ୍ୱସନୀୟ ବୋଲି ଗୁଟେରସ କହିଛନ୍ତି। ଗଣମାଧ୍ୟମ ଏବଂ ନ୍ୟାୟର ମୂଳଦୁଆ ହେଉଛି ଗଣମାଧ୍ୟମର ସ୍ବାଧୀନତା। ବର୍ତ୍ତମାନ ଏହା ବିପଦରେ ଅଛି ବୋଲି ସେ କହିଛନ୍ତି। ଯେଉଁମାନେ ସତ୍ୟ ଏବଂ ଖବର ପ୍ରକାଶ କରନ୍ତି ସେମାନଙ୍କୁ ଟାର୍ଗେଟ କରିବା ବନ୍ଦ କରିବାକୁ ସେ ସମସ୍ତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ସରକାରଙ୍କୁ ଅନୁରୋଧ କରିଛନ୍ତି।

 

୩୦ତମ ବିଶ୍ୱ ପ୍ରେସ ସ୍ବାଧୀନତା ଦିବସ ଅବସରରେ ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତିଳ ତଥ୍ୟ ଏବଂ କଳ୍ପନା, ବିଜ୍ଞାନ ଏବଂ ଷଡଯନ୍ତ୍ର ମଧ୍ୟରେ ପାର୍ଥକ୍ୟକୁ ଅଲଗା କରିବାକୁ ଚେଷ୍ଟା କରାଯାଇଛି। ଏହି କାରଣରୁ ସତ୍ୟ ବିପଦରେ ଅଛି। ୨୦୨୩ ୱାଲର୍‌ଡ ପ୍ରେସ ଫ୍ରିଡମ ଇଣ୍ଡେକ୍ସ ଅଫ ରିପୋଟର୍ସ ଅନୁଯାୟୀ, ୩୧ଟି ଦେଶରେ ଖବରଦାତାଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri