କୋର୍ଟରେ ବରିଷ୍ଠ ଓକିଲଙ୍କୁ ହତ୍ୟା

ପେଶାଓ୍ବର, ୧୭।୧: ପାକିସ୍ତାନର ବରିଷ୍ଠ ଓକିଲ ଅବଦ୍ଦୁଲ ଲତିଫ ଆଫ୍ରିଦିଙ୍କୁ ସୋମବାର ପେଶାଓ୍ବର ବାର୍‌ ରୁମ୍‌ରେ ଗୁଳି କରି ହତ୍ୟା କରାଯାଇଛି। ଅବଦ୍ଦୁଲ ବାର୍‌ ରୁମ୍‌ରେ ବସିଥିବାବେଳେ ଆଦନାନ ନାମକ ଜଣେ ଟ୍ରେନି ଓକିଲ ତାଙ୍କ ଉପରକୁ ଗୁଳି ଫୁଟାଇଥିଲେ । କ୍ଷତାକ୍ତ ଅବସ୍ଥାରେ ଅବଦ୍ଦୁଲଙ୍କୁ ନିକଟସ୍ଥ ଲେଡି ରିଡିଙ୍ଗ୍‌ ହସ୍ପିଟାଲ ନିଆଯାଇଥିବାବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ମୁଖ୍ୟ ଅଭିଯୁକ୍ତ ଆଦନାନଙ୍କୁ ପୋଲିସ ଗିରଫ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri