Categories: Video

ସ୍ୱାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀଙ୍କୁ ବିଭତ୍ସ ହତ୍ୟା

ଭୁବନେଶ୍ଵରରେ ଜଣେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା । ମୃତ ମହିଳାଙ୍କ ଶରୀରର ଏକାଧିକ ଜାଗାରେ କ୍ଷତ ଚିହ୍ନ ରହିଛି। ସେହିପରି ଅନ୍ୟଜଣେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।