ଯୁବକଙ୍କୁ ହତ୍ୟା ଘଟଣା: ୨ କୋର୍ଟ ଚାଲାଣ

ଭବାନୀପାଟଣା,୧୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ପେଙ୍ଗସୁର ଗାଁରେ ବୁଧବାର ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ସେମାନେ ହେଲେ ଗ୍ରାମର ରାଜେଶ ମାଝି ଓ ମହାଦେବ ଘଡେଇ। ଶୁକ୍ରବାର ୨ ଅଭିଯୁକ୍ତଙ୍କୁ ପୋଲିସ ସ୍ଥାନୀୟ କୋର୍ଟ ଚାଲାଣ କରିଛି। ୨ ଅଭିଯୁକ୍ତ ଜ୍ବାଇଁ ଓ ଶ୍ୱଶୁର ବୋଲି ଜଣାପଡିଛି। ଏ ନେଇ ଭବାନୀପାଟଣା ସଦର ଥାନାରେ ଏକ ମାମଲା (ନଂ.୬୨/୨୩) ରୁଜୁ ହୋଇଛି। ଗୁଣି ଗାରେଡି ସନ୍ଦେହରେ ଗାଁର ଅମର ମାଝି ନାମକ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଖବର ପାଇ ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri